ଫାଶ ଖୋଲୁଥିଲା ବେଳେ ଅଘଟଣ: ବାର୍‌ହା ଆକ୍ରମଣରେ ବୃଦ୍ଧଙ୍କ ଚାଲିଗଲା ଜୀବନ

ବଡ଼ଗାଁ,୨୯।୧୦(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅଧୀନ ଛାମୁଣ୍ଡା ଗ୍ରାମର ବାର୍‌ହା ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛାମୁଣ୍ଡା ଗ୍ରାମର ବିଶେଶ୍ୱର ନାଏକ(୬୫)।

ଶନିବାର ସକାଳ ପ୍ରାୟ ସାଢ଼େ ୬ଟାରେ ବିଶେଶ୍ୱର ବିଲକୁ ଶୌଚ ହେବା ପାଇଁ ଯାଇଥିଲେ। ହେଲେ ବିଲ ମଝିରେ କିଛି ଶବ୍ଦ ହେଉଥିବା ଶୁଣି ପାଖକୁ ଗଲା ବେଳେ ବାର୍‌ହା ହାବୁଡ଼ରେ ପଡିଯାଇଥିଲେ। ଫଳରେ ତାଙ୍କର ଗୋଡ଼ ଏବଂ ମୁହଁରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବଡ଼ଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସୁନ୍ଦରଗଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି।

ଅନ୍ୟପକ୍ଷେ ବାର୍‌ହା ଶିକାର ପାଇଁ ଲଗାଯାଇଥିବା ଫାଶ ଖୋଲୁଥିବା ବେଳେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ଖବର ପାଇ ବଡ଼ଗାଁ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri