Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚା, ପୁଣି ଏକାଠି ହେବେ କି ଭାଜପା-ଶିବସେନା ! ଫଡନାଭୀସଙ୍କୁ ପ୍ରଶଂସା କଲେ ଉଦ୍ଧବ…

ମୁମ୍ବାଇ,୨୯।୧୦ : ମହାରାଷ୍ଟ୍ରରେ ଭାଜପା ଏବଂ ଶିବସେନା ପୁଣି ଏକାଠି ହେବେ! ଉଦ୍ଧବ ଠାକରେ ଦେବେନ୍ଦ୍ର ଫଡନାଭୀସଙ୍କୁ ନେଇ ଦେଇଥିବା ବଡ଼ ସଙ୍କେତରୁ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ଉଦ୍ଧବଙ୍କ ବିବୃତ୍ତି ଏବେ ଆଲୋଡ଼ନ ସୃଷ୍ଟି କରିଛି। ମହାରାଷ୍ଟ୍ର ରାଜନୀତିରେ ଶିବସେନା ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ ବିବାଦ ଦେଖାଦେଇଥିଲେ ମଧ୍ୟ ଉଦ୍ଧବ ଠାକରେ ଏବଂ ଦେବେନ୍ଦ୍ର ଫଡନାଭୀସ ପୁଣି ଥରେ ରାଜନୈତିକ ସମ୍ପର୍କର ନରମ ମନୋଭାବ ପ୍ରଦର୍ଶନ କରିଛନ୍ତି।

ନିକଟରେ ରାଜନୀତିରେ ତିକ୍ତତା ଦୂର କରିବା ପାଇଁ ଫଡନାଭୀସ ମନ୍ତବ୍ୟ ଦେଇଥିଲେ। ଏହାପରେ ବର୍ତ୍ତମାନ ଶିବସେନା ମୁଖପତ୍ର ସାମନା ମାଧ୍ୟମରେ ଉଦ୍ଧବ ଫଡନାଭୀସଙ୍କ ଏହି ବିବୃତ୍ତିକୁ ସ୍ବାଗତ କରିଛନ୍ତି। ଉଦ୍ଧବ ଠାକରେ ଏଭଳି ଏକ ବଡ ବିବୃତ୍ତି ଦେଇ ଭାଜପା ପାଇଁ ନିଜର ଆଭିମୁଖ୍ୟକୁ ପରିବର୍ତ୍ତନ କରି କୋମଳତା ଆଣିଛନ୍ତି। ତାଙ୍କ ମୁଖପାତ୍ର ସାମନାରେ ଏକ ସମ୍ପାଦକୀୟରେ ଉଦ୍ଧବ ଭାଜପା ସହ ବୁଝାମଣାକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସାଜିଲା କାଳ, କାନ୍ଥ ଭୁଶୁଡ଼ି ୪ ବର୍ଷର ଶିଶୁ ସମେତ ୭ ମୃତ

ହାଇଦ୍ରାବାଦ,୮।୫: ପ୍ରବଳ ବର୍ଷା ହେତୁ ହାଇଦ୍ରାବାଦର ବାଚୁପଲ୍ଲୀ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳର ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ିବା ପରେ...

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ...

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ...

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ...

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର...

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri