Posted inଜାତୀୟ

ଗୁଜରାଟରେ ଲାଗୁ ହେବ ସମାନ ନାଗରିକ ସଂହିତା

ଅହମଦାବାଦ,୩୦।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ଗୁଜରାଟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ରାଜ୍ୟରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ କରିବା ଲାଗି ଶନିବାର ଏକ କମିଟି ଗଠନ କରିଛନ୍ତି। ରାଜ୍ୟ କ୍ୟାବିନେଟ ବୈଠକରେ କମିଟି ଗଠନ ପ୍ରସ୍ତାବକୁ ଅନୁମୋଦନ କରାଯାଇଥିବା ରାଜ୍ୟ ଗୃହମନ୍ତ୍ରୀ ହର୍ଷ ସାଙ୍ଗ୍‌ଭି କହିଛନ୍ତି। ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଏହି କମିଟିରେ ୩ରୁ ୪ ଜଣ ସଦସ୍ୟ ରହିବେ ବୋଲି କେନ୍ଦ୍ରମନ୍ତ୍ରୀ ପରଷୋତ୍ତମ ରୁପାଲା ସୂଚନା ଦେଇଛନ୍ତି। ପୂର୍ବରୁ ଉତ୍ତରାଖଣ୍ଡ ଏବଂ ହିମାଚଳପ୍ରଦେଶ ସରକାର ୟୁସିସି ଲାଗୁ କରିବା ନିମନ୍ତେ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ଏକମାତ୍ର ରାଜ୍ୟ ଗୋଆରେ ସମାନ ନାଗରିକ ସଂହିତା ଲାଗୁ ହୋଇଛି। ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ ନିର୍ବିଶେଷରେ ସମସ୍ତ ନାଗରିକଙ୍କ ପାଇଁ ସମାନ ଆଇନ କାର୍ଯ୍ୟକାରୀ କରିବା ନିମନ୍ତେ ସମାନ ନାଗରିକ ସଂହିତା ଏକ ପ୍ରସ୍ତାବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri