କମିଲା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧୧: ନଭେମ୍ବର ମାସ ଆରମ୍ଭର ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଛି। ଆଜିଠାରୁ ଏଲପିଜ ଗ୍ୟାସ ସିଲିଣ୍ଡର ୧୧୫ ଟଙ୍କା ଶସ୍ତା ହୋଇଛି। ତେବେ ସାରା ଦେଶରେ କମର୍ସିଆଲ୍‌ ଏଲପିଜି ସିଲିଣ୍ଡର ମୂଲ୍ୟରେ ଏହି ହ୍ରାସ କରାଯାଇଛି। ବର୍ତ୍ତମାନ ଘରୋଇ ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ଘରୋଇ ସିଲିଣ୍ଡର ମୂଲ୍ୟରେ ପରିବର୍ତ୍ତନ ଗତ ଜୁଲାଇ ୬ରେ ହୋଇଥିଲା।
ଆଇଓସିଏଲ ଅନୁଯାୟୀ, ଦିଲ୍ଲୀରେ ୧୯ କିଲୋଗ୍ରାମ କମର୍ସିଆଲ୍‌ ସିଲିଣ୍ଡରର ମୂଲ୍ୟ ନଭେମ୍ବର ୧ରୁ ୧୧୫.୫ ଟଙ୍କା ହ୍ରାସ ପାଇଛି। ଏଥିସହିତ କୋଲକାତାରେ ୧୧୩ ଟଙ୍କା, ମୁମ୍ବାଇରେ ୧୧୫.୫ ଟଙ୍କା ଏବଂ ଚେନ୍ନାଇରେ ୧୧୬.୫ ଟଙ୍କା ହ୍ରାସ କରାଯାଇଛି। ଏହାପୂର୍ବରୁ ଅକ୍ଟୋବର ୧ରେ କମର୍ସିଆଲ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ହ୍ରାସ କରାଯାଇଥିଲା। ତେବେ ୧୪.୨ କିଲୋଗ୍ରାମର ଘରୋଇ ଏଲପିଜି ସିଲିଣ୍ଡର ପୁରୁଣା ମୂଲ୍ୟରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri