କେନ୍ଦ୍ରମନ୍ତ୍ରୀଙ୍କ କ୍ୟାମ୍ପେନ

ଧାମନଗର,୧ା୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ସୋମବାର ଧାମନଗର ବ୍ଲକର ନୂଆନନ୍ଦ, ଭଗବାନପୁର ଓ ଦଇପୁର ପଞ୍ଚାୟତରେ ଦଳୀୟ ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ସାଧାରଣ ସଭା, ପଦଯାତ୍ରା ଓ ବାଇକ୍‌ ଶୋଭାଯାତ୍ରା କରି ଲୋକଙ୍କୁ ଭୋଟ୍‌ ମାଗିଛନ୍ତି। ତାଙ୍କ ସହ ଉଦଳା ବିଧାୟକ ଭାସ୍କର ମଢ଼େଇ, ନୀଳଗିରି ବିଧାୟକ ସୁକାନ୍ତ ନାୟକ, କେନ୍ଦ୍ରୀୟ ସମ୍ପାଦକ ଡ. ଐଶ୍ୱର୍ଯ୍ୟା ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବଦ୍ରିନାରାୟଣ ଧଳ, ପୂର୍ବତନ ସରପଞ୍ଚ ପ୍ରଫୁଲ୍ଲ ପାତ୍ର ପ୍ରମୁଖ ପ୍ରଚାରରେ ସାମିଲ ଥିଲେ। ଅପରାହ୍ନରେ ଭଗବାନପୁର ପଞ୍ଚାୟତର ପଳିକିରି ଛକଠାରୁ ବାଇକ୍‌ ଶୋଭାଯାତ୍ରା ବାହାରି ବ୍ରହ୍ମପୁରଠାରେ ଶେଷ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା...

ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri