Posted inଜାତୀୟ

ଭାଜପା ସରକାରଙ୍କୁ ଟାର୍ଗେଟ କଲେ କେଜ୍‌ରିଓ୍ବାଲ: ଫଟୋ ଉଠାଇବା ପାଇଁ ହେଉଛି ମରାମତି

ନୂଆଦିଲ୍ଲୀ,୧।୧୧: ମୋର୍‌ବି ସ୍ଥିତ ମାଛୁ ନଦୀରେ ରବିବାର ଝୁଲାପୋଲ ଭାଙ୍ଗିବା ଦୁର୍ଘଟଣାକୁ ନେଇ ଗୁଜରାଟର ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି ଆମ୍‌ ଆଦମୀ ପାର୍ଟି (ଏଏପି) ନେତା ଅରବିନ୍ଦ କେଜ୍‌ରିୱାଲ। ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲଙ୍କ ଇସ୍ତଫା ଦାବି କରିଛନ୍ତି। ଏପରିକି ରାଜ୍ୟରେ ତୁରନ୍ତ ବିଧାନସଭା ନିର୍ବାଚନ କରିବାକୁ କହିଛନ୍ତି। ଝୁଲାପୋଲ ଦୁର୍ଘଟଣା ଗୁଜରାଟରେ ଦୁର୍ନୀତିର ଫଳାଫଳ ବୋଲି କେଜରିଓ୍ବାଲ ଅଭିଯୋଗ କରିଛନ୍ତି। ଏହାର ଯାଞ୍ଚ କରାଯିବା ଆବଶ୍ୟକ ବୋଲି ସେ କହିଛନ୍ତି।

ଦୁର୍ଘଟଣାରେ ବଞ୍ଚିଥିବା ଲୋକଙ୍କୁ ଭେଟିବା ପାଇଁ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୋର୍‌ବି ଗସ୍ତ ପୂର୍ବରୁ କିଛି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ମୋର୍‌ବି ସିଭିଲ ହସ୍ପିଟାଲରେ ରାତାରାତି ମରାମତି ସଫେଇ କାର୍ଯ୍ୟକୁ କରାଯାଇଛି। ଏହାର ଏକ ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ଏହାକୁ ନେଇ ଏଏପି ସମାଲୋଚନା କରିଛି। ଏଏପି ଭାଜପାକୁ ଟାର୍ଗେଟ କରି କହିଛି ଯେ, ଫଟୋ ଉଠାଇବା ପାଇଁ ଏସବୁ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri