ଉଜ୍ଜୀବନ ଏସଏଫ୍‌ବିର ନୂଆ ଶାଖା

କଟକ,୨ା୧୧: ଉଜ୍ଜୀବନ ସ୍କୁଲ ଫାଇନାନ୍ସ ବ୍ୟାଙ୍କ(ଉଜ୍ଜୀବନ ଏସଏଫବି)ର ନୂତନ ଶାଖା ମଙ୍ଗଳବାର ସ୍ଥାନୀୟ ବକ୍ସିବଜାରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କଟକରେ ବ୍ୟାଙ୍କର ଏହାକୁ ମିଶାଇ ୩ୟ ଶାଖା ଖୋଲିବା ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ସେହିଭଳି ଓଡ଼ିଶାରେ ବ୍ୟାଙ୍କର ଏହା ୨୦ତମ ଶାଖା ବୋଲି ଜଣାପଡିଛି।
ଏ ସମ୍ପର୍କରେ ଉଜ୍ଜୀବନ ଏସଏଫ୍‌ବିର ଏମ୍‌ଡ଼ି ଓ ସିଇଓ ଇଟ୍ଟିରା ଡେଭିସ୍‌ କହିଛନ୍ତି,ସର୍ବୋତ୍ତମ ଗ୍ରାହକ ସେବା ଯୋଗାଣ ଲକ୍ଷ୍ୟ ହାସଲ ନିମନ୍ତେ ଆମ ପ୍ରତିବଦ୍ଧତାର ଅଂଶ ସ୍ବରୂପ କଟକରେ ନୂଆ ଶାଖାର ଶୁଭାରମ୍ଭ କରିଛୁ। କଟକ ଏବଂ ବିଶେଷ ଭାବେ ଓଡ଼ିଶା ରାଜ୍ୟ ଆମ ପାଇଁ ସର୍ବାଧିକ ଅଗ୍ରାଧିକାର ଲାଭ କରୁଥିବା ଅଞ୍ଚଳ ହୋଇଛି। ଏକ ମଜଭୁତ ଜମା ଭିତ୍ତି ନିର୍ମାଣ କରିବା ଏବଂ ଆମର ଡିଜିଟାଲ ସାର୍ମଥ୍ୟ ପରିବର୍ଦ୍ଧିତ କରିବାକୁ ଆମର ଋଣକୌଶଳ ପ୍ରତି ଆମେ ପ୍ରତିବଦ୍ଧ ରହିଛୁ। ଉଜ୍ଜୀବନ ସ୍ମଲ ଫାଇନାନ୍ସ ବ୍ୟାଙ୍କ ସମଗ୍ର ଦେଶରେ ୨୪ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ୫୯୦ ଶାଖାକୁ ନେଇ କାର୍ଯ୍ୟକ୍ଷମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri