ଆଜି ରାଜ୍ୟରେ ୨୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୧୯୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବାଲେଶ୍ୱରରୁ୨, ବରଗଡ଼ରୁ ୧, କଟକରୁ ୪, ଦେବଗଡ଼ରୁ ୨, ଖୋର୍ଦ୍ଧାରୁ ୧, ନୂଆପଡ଼ାରୁ ୧, ପୁରୀରୁ ୨, ସମ୍ବପୁରରୁ ୧, ସୁବର୍ଣ୍ଣପୁରରୁ ୧ ଓ ସୁନ୍ଦରଗଡ଼ରୁ ୧୦ ଜଣ ଅଛନ୍ତି।    ଖେୋଦ୍ଧରୁ


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ପର୍ଯ୍ୟାୟ: ଲୋକ ସଭା ପାଇଁ ୭୫.୧୭%, ବିଧାନସଭା ପାଇଁ ୭୪.୬୫% ମତଦାନ

ଭୁବନେଶ୍ୱର,୧୪ା୫(ଅନିଲ ଦାସ)-ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ମତଦାନ କେନ୍ଦ୍ରରୁ ଇଭିଏମ୍‌ଗୁଡ଼ିକୁ ଅଣାଯାଇ କଡ଼ା ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗ୍‌ରୁମ୍‌ରେ ରଖାଯାଇଛି। ସୋମବାର ଅନୁଷ୍ଠିତ ପ୍ରଥମ...

ସ୍ବାଧୀନ ପ୍ରାର୍ଥୀ ପିଣ୍ଟୁ ଦାଶ ଜେଲ ଗଲେ, ପାଲଟା ଅଭିଯୋଗ ଆଣିଲେ ସ୍ତ୍ରୀ

ବ୍ରହ୍ମପୁର,୧୪ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ପୋଲିସ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବ ଶଙ୍କର ଦାଶ ଓରଫ...

ଜମିବ ନିର୍ବାଚନୀ ପ୍ରଚାର, ଆସନ୍ତକାଲି ଓଡ଼ିଶା ଆସୁଛନ୍ତି ଶାହା-ନଡ୍ଡା-ରାହୁଲ

ଭୁବନେଶ୍ୱର,୧୪।୫: ଓଡ଼ିଶା ଆସୁଛନ୍ତି କେନ୍ଦ୍ରର ହେଭିଓ୍ବେଟ ନେତା। କରିବେ ମାରାଥନ ପ୍ରଚାର ଓ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଓଡ଼ିଶା ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ...

ମୁଖ୍ୟମନ୍ତ୍ରୀଙ୍କ ଆସନରେ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ହିଞ୍ଜିଳିକାଟୁ,୧୪।୫(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଓଡ଼ିଆ ସିନେ ତାରକା ସବ୍ୟସାଚୀ ଓ ଅର୍ଚ୍ଚିତା ମଙ୍ଗଳବାର ବିଜେଡ଼ି ପାଇଁ...

ଓଡ଼ିଶା ହାଇକୋର୍ଟର ୧୪୭ ଏଏସ୍‌ଓ ପଦବୀ ନିମନ୍ତେ ବିଜ୍ଞପ୍ତି, ମେ ୨୦ରୁ ଆବେଦନ

କଟକ,୧୪ା୫ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀ ନିମନ୍ତେ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତନ୍ମଧ୍ୟରୁ ୪୯ଟି ପଦବୀ...

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା

ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ...

ଦୁର୍ଘଟଣାରେ ମୃତ ପ୍ରିିଜାଇଡିଂ ଅଫିସରଙ୍କ ପରିବାରକୁ ମିଳିବ ସହାୟତା, ଇସି କଲେ ଘୋଷଣା

ନୂଆପଡ଼ା/କୋରୁକୋଣ୍ଡା,୧୪।୫: ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରିିଜାଇଡିଂ ଅଫିସର ପ୍ରସନ୍ନ ନାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାରଙ୍କୁ ସହାୟତା ପାଇଁ...

ଆସୁଛି ବଡ଼ ଲଘୁଚାପ! ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୫: ଆସୁଛି ବଡ଼ ବର୍ଷା। ଆଗାମୀ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ପବନ ହେବା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ଆଞ୍ଚଳିକ ପାଣିପାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri