Posted inଜାତୀୟ

ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣକୁ ରୋକିବା ପିଟିଶନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨।୧୧ : ଦେଶର ନୂତନ ପ୍ରଧାନ ବିଚାରପତି ହେବାକୁ ଯାଉଥିବା ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣ ବିରୋଧରେ ଦାଖଲ ହୋଇଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନରେ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ ନ କରାଇବାକୁ ଦାବି କରାଯାଇଥିଲା। ଏହି ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ଆବେଦନରେ ଶୁଣାଣି କରିବାର କିଛି ନାହିଁ। ନଭେମ୍ବର ୯ ରେ ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ ଚନ୍ଦ୍ରଚୂଡ଼ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।

ଜଷ୍ଟିସ ୟୁୟୁ ଲଲିତଙ୍କ ସ୍ଥାନରେ ସେ ଦେଶର ପ୍ରଧାନ ବିଚାରପତି ଭାବରେ ମନୋନୀତ ହୋଇଛନ୍ତି। ଜଷ୍ଟିସ ରବିନ୍ଦ୍ର ଭଟ୍ଟ ଏବଂ ବେଲା ଏମ ତ୍ରିବେଦୀଙ୍କ ବେଞ୍ଚ ସମ୍ମୁଖରେ ଉପସ୍ଥିତ ହୋଇଥିବା ଜଣେ ଆଇନଜୀବୀଙ୍କ ପକ୍ଷରୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ବିରୋଧରେ ଏହି ପିଟିଶନ ଦାଖଲ କରାଯାଇଥିଲା। ସୂଚନାଯୋଗ୍ୟ ଜଷ୍ଟିସ ଚନ୍ଦ୍ରଚୂଡ଼ ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri