Posted inଜାତୀୟ

ଗୁରୁବାର ଅନ୍ଧେରୀ ଇଷ୍ଟ ଉପ-ନିର୍ବାଚନ…

ମୁମ୍ବାଇ,୨।୧୧ : ଗୁରୁବାର ନଭେମ୍ବର ୩ରେ ମୁମ୍ବାଇର ଅନ୍ଧେରୀ ଇଷ୍ଟ ବିଧାନସଭା ନିର୍ବାଚନମଣ୍ଡଳୀର ଉପ-ନିର୍ବାଚନ ପାଇଁ ମତଦାନ ହେବ। ଭାଜପାର ପ୍ରାର୍ଥୀ ପ୍ରତ୍ୟାହାର ପରେ ଏହା କେବଳ ଏକ ଔପଚାରିକତା। ଉଦ୍ଧବ ଠାକରେଙ୍କ ଦଳ ଶିବସେନାର ପ୍ରାର୍ଥୀ ଋତୁଜା ଲଟକେ ବିଜୟୀ ହେବେ ବୋଲି ଆଶା କରାଯାଉଛି।

ଋତୁଜାଙ୍କ ବିରୋଧରେ ୬ ଜଣ ପ୍ରାର୍ଥୀ ଛିଡା ହୋଇଛନ୍ତି। ସେଥିମଧ୍ୟରୁ ଚାରିଜଣ ସ୍ବାଧୀନ। ଏନସିପି ଏବଂ କଂଗ୍ରେସ ଋତୁଜାଙ୍କ ପ୍ରାର୍ଥୀତ୍ୱକୁ ସମର୍ଥନ କରିଛନ୍ତି। ଋତୁଜାଙ୍କ ସ୍ବାମୀ ଶିବସେନା ବିଧାୟକ ରମେଶ ଲଟକେଙ୍କ ମୃତ୍ୟୁ ଯୋଗୁ ଖାଲି ପଡ଼ିଥିବା ଏହି ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଜ୍ୱଳ ରେଭନ୍ନା ମାମଲାରେ ମୁହଁ ଖୋଲିଲେ ମୋଦି: କହିଲେ, ଏମିତି ଦୋଷୀଙ୍କୁ କ୍ଷମା ନାହିଁ

ନୂଆଦିଲ୍ଲୀ,୭।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ ଅଡୁଆ ବଢିଛି। ଏହି ମାମଲାରେ ତାଙ୍କ ବିରୋଧରେ ବ୍ଲୁ କର୍ନର୍‌...

ସମୁଦ୍ରରେ ବୁଡ଼ି ୫ ଡାକ୍ତରୀ ଛାତ୍ରୀଛାତ୍ର ମୃତ

ଚେନ୍ନାଇ , ୭।୫: ତାମିଲନାଡ଼ୁର କନ୍ୟାକୁମାରୀ ଉପକୂଳ ଲେମୁର ବେଳାଭୂମିରେ ସୋମବାର ୨ ଜଣ ଡାକ୍ତରୀ ଛାତ୍ରୀ ଓ ୩ ଜଣ ଡାକ୍ତରୀ ଛାତ୍ର ସମୁଦ୍ରରେ ବୁଡ଼ି...

ପରୀକ୍ଷାରେ ଛାତ୍ରୀଙ୍କୁ ୨୦୦ରୁ ୨୧୨ ନମ୍ବର: ତଦନ୍ତ ନିର୍ଦ୍ଦେଶ

ଅହମ୍ମଦାବାଦ,୭ା୫: ଗୁଜରାଟର ଡାହୋଡ ଜିଲାରେ ଚତୁର୍ଥ ଶ୍ରେଣୀରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ପରୀକ୍ଷାରେ ୨୦୦ରୁ ୨୧୨ ନମ୍ବର ଦିଆଯାଇଥିବା ଜଣାପଡ଼ିବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି।...

ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ଅହମ୍ମଦାବାଦ୍‌,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍‌ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି।...

VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ

ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ...

ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ

ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri