ହାର୍ଟ ଆଟାକ୍‌ ଆଶଙ୍କା ଦୂର କରେ ଏହି ପାଣି…

ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧଗ୍ଲାସେ ହଳଦୀ ପାଣି ପିଇଲେ ଅନେକ ଉପକାର ମିଳିଥାଏ। ଫାଳେ ଲେମ୍ବୁ, ଗୋଟେ ଚାମଚର ଏକ ଚତୁର୍ଥାଂଶ ହଳଦୀ, ଗୋଟେ ଗ୍ଲାସ୍‌ ଗରମ ପାଣି ଓ ଅଳ୍ପ ମହୁ ମିଶାଇ ଏହାକୁ ପ୍ରସ୍ତୁତ କରାଯାଏ। ହାର୍ଟ ପାଇଁ ହଳଦୀ ପାଣି ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ନିୟମିତ ହଳଦୀମିଶା କ୍ଷୀର ପିଇବା ଦ୍ୱାରା ରକ୍ତ ଜମାଟ ବାନ୍ଧିବା ଆଶଙ୍କା ହ୍ରାସ ପାଏ ଓ ରକ୍ତ ପରିଷ୍କାର ହୁଏ। ଫଳରେ ହାର୍ଟ ଆଟାକ୍‌ ଆଶଙ୍କା ରୁହେ ନାହିଁ। ହଳଦୀ ପାଣିରେ କ୍ୟାନସର୍‌ ପ୍ରତିରୋଧକ ଶକ୍ତି ରହିଛି ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ହଳଦୀରେ କରକ୍ୟୁମିନ୍‌ କେମିକାଲ୍‌ ରହିଛି। ଏହା ଏକ ଶକ୍ତିଶାଳୀ ଆଣ୍ଟି ଅକ୍ସିଡାଣ୍ଟ ଭାବେ କାମ କରିଥାଏ। ଏହା କ୍ୟାନସର୍‌ ସୃଷ୍ଟି କରୁଥିବା କୋଷିକାଗୁଡିକୁ ନଷ୍ଟ କରି ଦିଏ । ନିୟମିତ ହଳଦୀ ପାଣି ପିଇଲେ ପାଚନ ଶକ୍ତି ବୃଦ୍ଧି ପାଇଥାଏ। ହଜମ ପ୍ରକ୍ରିୟା ବୃଦ୍ଧି ପାଇବା ଦ୍ୱାରା ପେଟ ସମ୍ବନ୍ଧୀୟ ରୋଗରୁ ମୁକ୍ତି ମିଳେ। ଏହା ଶରୀରରେ ମେଦ ବୃଦ୍ଧି ହେବାକୁ ଦେଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri