ନେତନ୍ୟାହୁଙ୍କ ବିଜୟ ପରେ ୪ଟି ରକେଟ ଆକ୍ରମଣ କଲା ଗାଜା ପଟ୍ଟି

ତେଲ ଅଭିବ,୪ ।୧୧: ବେନଜାମିନ ନେତନ୍ୟାହୁ ଇସ୍ରାଏଲର ସାଧାରଣ ନିର୍ବାଚନରେ ବିଜୟ ଲାଭ କରିବା ପରେ ଏହାର କିଛି ସମୟ ମଧ୍ୟରେ ଗାଜା ପଟ୍ଟି ପକ୍ଷରୁ ଇସ୍ରାଏଲ ସହର ଉପରେ ୪ଟି ରକେଟରେ ଆକ୍ରମଣ କରଯାଇଛି । ଏଥିମଧ୍ୟରୁ ଗୋଟିଏକୁ ଆୟରମ ଡୋମ ବାୟୁ ରକ୍ଷା ପ୍ରଣାଳୀ ଦ୍ୱାରା ଅଟକାଇ ଦିଆଯାଇଛି । ଦ ଟାଇମ୍ସ ଅଫ ଇଣ୍ଡିଆର ରିପୋର୍ଟ ଅନୁଯାୟୀ, ଆରମ୍ଭରୁ ଇସ୍ରାଏଲ ସୁରକ୍ଷାକର୍ମୀ କହିଥିଲେ, ଆୟରମ ଡୋମ ବାୟୁ ରକ୍ଷା ପ୍ରଣାଳୀ କଥା ସ୍ପଷ୍ଟ ଜଣା ନ ଥିଲା ହେଲେ ପରେ ଏହା ଜଣାପଡିଥିଲା ।

ସୂଚନାଯୋଗ୍ୟ, ଗୁରୁବାର ରାତି ୯ଟା ପରେ ରକେଟ ଆୟରନ ଗାଜା ସୀମା ନିକଟରେ ଇସ୍ରାଏଲ ସହର କିସୁଫିମ, ଏନ ହାଶଲୋଶା ଓ ନିରିମକୁ ସତର୍କ କରିଦେଇଥିଲା, କାରଣ ଗାଜା ପଟତଟିରୁ ଗୋଟିଏ ରକେଟ ଲଞ୍ଚ କରାଯାଇଥିଲା । ଦ ଟାଇମ୍ସ ଅଫ ଇଣ୍ଡିଆର ରିପୋର୍ଟ ଅନୁଯାୟୀ, ରକେଟ ଆକ୍ରମଣ ପରେ ଏବେ ପର୍ଯ୍ୟନ୍ତ କେହି ହତାହତ ହୋଇ ନ ଥିବା ଜଣାପଡିଛି । ସେନାର ସୂଚନା ଅନୁଯାୟୀ, ପ୍ରାୟ ୧ ଘଣ୍ଟା ପରେ ଅର୍ଥାତ୍ ରାତି ପ୍ରାୟ ୧୦ଟାରେ ଦକ୍ଷିଣ ଇସାଏଲରେ ଗାଜା ପକ୍ଷରୁ ୩ଟଇ ରକେଟ ଆକ୍ରମଣ କରାଯାଇଥିଲା, ହେଲେ ଏହା ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପୂର୍ବରୁ ଗାଜା ପଟ୍ଟିରେ ହିଁ ଖସିପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri