Posted inଜାତୀୟ

ଗୁଜରାଟ ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାମ ଘୋଷଣା କରିବ ଏଏପି

ନୂଆଦିଲ୍ଲୀ,୪।୧୧: ଡିସେମ୍ବରରେ ଗୁଜରାଟ ବିଧାନସଭା ନିର୍ବାଚନ। ତେବେ ଗୁରୁବାର ନିର୍ବାଚନର ତାରିଖ ଘୋଷଣା ହେବାର ଗୋଟିଏ ଦିନ ପରେ ଅର୍ଥାତ୍‌ ଶୁକ୍ରବାର ଏଏପି ମୁଖ୍ୟ ଅରବିନ୍ଦ କେଜିର୍‌ଓ୍ବାଲ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଘୋଷଣା କରିବେ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ, ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଦୌଡ ତାଲିକାରେ ରାଜ୍ୟ ୟୁନିଟ ସଭାପତି ଗୋପାଳ ଇଟାଲିଆ, ଜାତୀୟ ସାଧାରଣ ସମ୍ପାଦକ ଇସୁଦାନ ଗାଡଭି ଏବଂ ସାଧାରଣ ସମ୍ପାଦକ ମନୋଜ ସୋରାଥିଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri