Posted inଜାତୀୟ

ଭାଇଚାରାର ନିଆରା ଉଦାହରଣ: ଶିବ ଭକ୍ତଙ୍କୁ ତୁଳସୀ ଗଛ ବାଣ୍ଟିଲେ ମୁସଲମାନ ସମ୍ପ୍ରଦାୟ ଲୋକେ

ଚଣ୍ଡିଗଡ, ୨୩।୭: ଚଣ୍ଡିଗଡରେ ଭାଇଚାରାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି। ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ସେକ୍ଟର ୩୨ରେ ଥିବା ସନାତନ ମନ୍ଦିରରେ ଭଗବାନ ଶିବଙ୍କୁ ପୂଜାର୍ଚ୍ଚନା କରିବାକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ତୁଳସୀ ଗଛ ଦେଇ ସ୍ବାଗତ କରିଛନ୍ତି ମୁସଲମାନ ସମ୍ପ୍ରଦାୟର ଲୋକେ। ସାଧାରଣତଃ ଶ୍ରାବଣ ମାସରେ ଶିବଙ୍କ ପୂଜା ପାଇଁ ତୁଳସୀ ଏବଂ ବେଲପତ୍ର ବେଶି ଆବଶ୍ୟକ ପଡେ। ଏହାକୁ ଦୃଷ୍ଟିରେ ରଖି ନଗର ନିଗମ ସଭ୍ୟ ହାଜି ଖୁର୍ସିଦଙ୍କ ନେତୃତ୍ୱରେ ମୁସଲମାନ ସମ୍ପ୍ରଦାୟ ଲୋକେ ମନ୍ଦିରରେ ପହଞ୍ଚି ଲୋକଙ୍କୁ ତୁଳସୀ ଗଛ ବାଣ୍ଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ...

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ...

ହ୍ବାଟସଆପର ଭୁଲ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ, ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୪।୫: ମେଟା ମାଲିକାନା ହ୍ବାଟସ ଆପ କହିଛି ଯେ ମାର୍ଚ୍ଚରେ ଏହା ଭାରତରେ ୭୯ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ମାର୍ଚ୍ଚ ୧ ରୁ ୩୧ମଧ୍ୟରେ...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ରାହୁଲ ଗାନ୍ଧୀଙ୍କର ନାହିଁ ନିଜସ୍ବ ଘର, ଏତେ ଲକ୍ଷ ଟଙ୍କା କରଜରେ କଂଗ୍ରେସ ନେତା

ନୂଆଦିଲ୍ଲୀ,୪।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଉତ୍ତର ପ୍ରଦେଶର ରାଏବରେଲି ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି କ୍ରମରେ ନିର୍ବାଚନ କମିଶନରଙ୍କ ପାଖରେ...

ନିଜର ସମ୍ମାନ ଭୁଲି ଶସ୍ତା କଥା କହୁଛନ୍ତି ପ୍ରଧାନମନ୍ତ୍ରୀ: କଂଗ୍ରେସ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନନୈତିକ ଦଳ ମଧ୍ୟରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି। ସେପଟେ କଂଗ୍ରେସ ଦଳ ପୁଣି ଥରେ...

ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୪।୫: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri