ଗହଣା, ଟଙ୍କା ଚୋରି ଘଟଣା: ଅଭିଯୁକ୍ତଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୪ା୧୧: ଟାଉନ ଥାନା ଅନ୍ତର୍ଗତ ଗାନ୍ଧୀନଗରର ଏକ ତାଲା ବନ୍ଦ ଘରେ ଲୁଟିଆଗ୍ୟାଙ୍ଗ ଗତ ସେପ୍ଟେମ୍ବର ୨୧ତାରିଖରେ କଳାକାନା ବୁଲାଇଥିଲେ। ତେବେ ଏ ଯାଏ ବି ପୋଲିସକୁ ଏହାର ସୁରାକ ମିଳିପାରିନାହିଁ। ପୋଲିସ କେବଳ ଅଞ୍ଚଳର କେତେଜଣ ଯୁବକଙ୍କୁ ଥାନାକୁ ଆଣି ପଚରାଉଚରା କରିଥିବା ବେଳେ ତଦନ୍ତରେ ଅଗ୍ରଗତି ହୋଇନି। ଅନ୍ୟପଟେ ଚୋରି ସୁନା ଗହଣା ଓ ଟଙ୍କା ମିଳିବ କି ନାହିଁ ଏନେଇ ଗୃହକର୍ତ୍ତା ସନ୍ଦେହରେ ରହିଥିବା କହିଛନ୍ତି। ସେପ୍ଟେମ୍ବର ୨୦ତାରିଖ ରାତିରେ ଗାନ୍ଧିନଗରରେ ରହୁଥିବା ଦୀପକ ପାଣିଗ୍ରାହୀ ଘରେ ତାଲା ପକାଇ କୌଣସି କାମରେ ବାହାରକୁ ଯାଇଥିଲେ। ୨୨ତାରିଖ ଅପରାହ୍ନରେ ସେ ଫେରିବାରେ ଘରତାଲା ଭଙ୍ଗା ଯାଇଥିବା ଦେଖିଥିଲେ। ଘରେ ଥିବା ଆଲମିରା ଭଙ୍ଗା ମଧ୍ୟ ଯାଇଥିଲା। ସେଥିରେ ଥିବା ପ୍ରାୟ ୧ଲକ୍ଷ ଟଙ୍କା ଓ ୧୨ ତୋଳାର ସୁନାହାର, ଚେନ୍‌, ମୁଦି ଏଭଳି ପ୍ରାୟ ୧୨ ତୋଳା ସୁନା ଗହଣା ଓ ରୁପା ଜିନିଷ ଲୁଟ ହୋଇଥିଲା। ଗୃହକର୍ତ୍ତା ଦୀପକଙ୍କ ଅଭିଯୋଗ ପ୍ରକାରେ ଥାନାରେ ନଂ.୨୬୫/୨୨ରେ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri