ଆଳି,୨୩।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍ ମ୍ୟାନ୍ଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଳନ୍ଦୀ ସିଂ(୫୬)। କାଳନ୍ଦୀ ସାନଆଙ୍କୋରୁ ମହୁ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାରରେ ଫ୍ୟୁଜ୍ ବାନ୍ଧୁଥିବା ବେଳେ କେହି ଜଣେ ବିଦ୍ୟୁତ୍ ଚାର୍ଜ କରିଦେଇଥିଲେ। ଫଳରେ ସେ ତଳେ ପଡ଼ିଯାଇଥିଲେ ଓ ତାଙ୍କର ମୃତ୍ୟୁ ଘଟିଛି।
Posted inକେନ୍ଦ୍ରାପଡ଼ା View All
ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...
ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…
ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...
କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ
ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...
ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...
ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ
ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...
ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…
କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍ନିକ୍ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...
Archives


