ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ୱର,୫।୧୧: ପଦ୍ମପୁର ଉପ-ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସୂଚନା ଦେଇଛନ୍ତି । ନଭେମ୍ବର ୧୦ରେ ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୭ରେ ନାମାଙ୍କନ ଦାଖଲର ଶେଷ ଦିନ ଥିବାବେଳେ ୧୮ରେ ଯାଞ୍ଚ କରାଯିବ।
ଅନ୍ୟପକ୍ଷେ ନଭେମ୍ବର ୨୧ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ ଥିବାବେଳେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଡିସେମ୍ବର ୫ରେ ନିର୍ବାଚନ ହେବାକୁ ଥିବାବେଳେ ୮ ତାରିଖରେ ଭୋଟଗଣତି ହେବ ବୋଲି ସୂଚନା ମିଳିଛି। ଏହି ଆସନ ବିଧାୟକ ବିଜୟରଞ୍ଜନ ସିଂବରିହାଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri