ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ପୁରୀ ଅଫିସ, ୫।୧୧: ଧର୍ମର ମାସ କାର୍ତ୍ତିକ ଚାଲିଛି। ଏ ନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପଞ୍ଚକର ଦ୍ୱାଦଶୀ ତିଥିରେ ଶନିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ଲୋକ ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri