Posted inଜାତୀୟ

ଇଜିପ୍ଟରେ ଆଜିଠାରୁ ସିପିଓ-୨୭, ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର ଯାଦବ ନେବେ ଭାରତୀୟ ପ୍ରତିନିଧି ମଣ୍ଡଳର ନେତୃତ୍ୱ

ନୂଆଦିଲ୍ଲୀ,୬ ।୧୧: ଅନ୍ତର୍ଜାତୀୟ ପରିବେଶ ସମ୍ମିଳନୀ(ସିପିଓ-୨୭)ର ୨୭ତମ ସଂସ୍କରଣ ରବିବାରଠାରୁ ଇଜିପ୍ଟର ମିଶ୍ରରେ ଆରମ୍ଭ ହେବାକୁ ଯାଉଛି । ମିଶ୍ରର ଶର୍ମ-ଅଲ-ଶେଖରେ ୬-୮ ନଭେମ୍ବର ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଏହି ସମ୍ମିଳନୀରେ କେନ୍ଦ୍ରୀୟ ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର୍ର ଯାଦବ ପହଞ୍ଚି ସାରିଛନ୍ତି । ସେ ଭାରତୀୟ ପ୍ରତିନିଧି ଦଳର ନେତୃତ୍ୱ ନେବେ ।
କେନ୍ଦ୍ର ପରିବେଶ ମନ୍ତ୍ରୀ ଭୁପେନ୍ଦ୍ର୍ର ଯାଦବ କହିଛନ୍ତି ଜଳବାୟୁ ପରିବର୍ତ୍ତନର ବିପଦକୁ ମିଳିତ ଭାବେ କେମିତି ସମାଧାନ କରିହେବ ସେଥିପାଇଁ ବିଶ୍ୱ ଏକତ୍ର ହୋଇଛି । ସିପିଓ ୨୭କୁ ‘ସିପିଓ ଅଫ୍ ଆକ୍ସନ’ ହେବା କଥା, ଯେଉଁଥିରେ ଜଳବାୟୁର ମୂଲ୍ୟକୁ ଧ୍ୟାନରେ ରଖି କ୍ଷତି ଓ କ୍ଷତିର ପରିମାଣ ଉପରେ ବିଶେଷ ଧ୍ୟାନ ଦେବା ଉଚିତ ।
ଶୁକ୍ରବାର ଭାରତ ପକ୍ଷରୁ କୁହାଯାଇଛି କି ବିକାଶଶୀଳ ଦେଶମାନଙ୍କୁ ପ୍ରତିବର୍ଷ ୧୦୦ ବିଲିୟନ ଡଲାର ଜଳବାୟୁ ଅର୍ଥ ପ୍ରଦାନ କରିବାର ପ୍ରତିଶ୍ରୁତିକୁ ବିକଶିତ ଦେଶ ପାଳନ କରୁନାହାନ୍ତି । ସିପିଓରେ କିଛି ବିକଶିତ ଦେଶ ବିକାଶଶୀଳ ଦେଶରେ ଜଳବାୟୁ କାର୍ଯ୍ୟ ପାଇଁ ବାର୍ଷିକ ୧୦୦ ବିଲିୟନ ଆମେରିକୀୟ ଡଲାର ପ୍ରସଙ୍ଗ ଉଠାଇବାରେ ଭାରତକୁ ସମର୍ଥନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri