‘ମୋ ବିରୋଧରେ ପ୍ରମାଣ ମିଳିଲେ ଛାଡିଦେବି ପ୍ରଧାନମନ୍ତ୍ରୀ ପଦ, ଇମ୍ରାନଙ୍କ ଅଭିଯୋଗର ହେଉ ଯାଞ୍ଚ’: ଶହବାଜ ଶରିଫ

ଇସଲାମାବାଦ,୬ ।୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଅଭିଯୋଗର ଜବାବ ଦେଇ କହିଛନ୍ତି, ଇମ୍ରାନ ଅରାଜକତା ବିସ୍ତାର କରିବା ପାଇଁ ଭିତ୍ତିହୀନ ଅଭିଯୋଗ ଓ ମିଛର ବ୍ୟବହାର କରୁଛନ୍ତି । ଶହବାଜ ଶରିଫ ଶନିବାର ପାକିସ୍ତାନର ମାନ୍ୟବର ପ୍ରଧାନବିଚାରପତି ଉମର ଅତା ବଂଦିୟାଲଙ୍କୁ ଅନୁରୋଧ କରିଛନ୍ତି, ୱାଜିରାବାଦ ଆକ୍ରମଣରେ ସମ୍ପୃକ୍ତ ଥିବା ଘଟଣାର ତଦନ୍ତ ପାଇଁ ସମ୍ପୂର୍ଣ୍ଣ କମିଶନ କଠନ କରାଯାଉ ।
ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କହିଛନ୍ତି, ପିଟିଆଇ ନେତା ଇମ୍ରାନ ଖାଁ ମୋର ଆଭ୍ୟନ୍ତରୀଣ ମନ୍ତ୍ରୀ ରାଣା ସନାଉଲ୍ଲାହ ଓ ବରିଷ୍ଠ ସେନା ଅଧିକାରୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି । ସେ ହତ୍ୟା ଷଡଯନ୍ତ୍ର କରିଥିବା ଅଭିଯୋଗ ଆଣିଛନ୍ତି, ଯାହା ମିଛ ଓ ଭିତ୍ତିହିନ । ସେଥିପାଇଁ ମାନନୀୟ ବିଚାରପତିଙ୍କୁ ମୁଁ ଅନୁରାଧ କରୁଛି ଏହାର ଯାଞ୍ଚ ପାଇଁ ଏକ କମିଶନ ଗଠନ କରାଯାଉ ଓ ବିଚାରପତି ଏହାର ନିର୍ଦ୍ଦେଶ ଦେଇ ସମ୍ପୂର୍ଣ୍ଣ ଘଟଣାର ଯାଞ୍ଚ କରାଯାଉ ।
ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କହିଛନ୍ତି, ଇମ୍ରାନ ଖାଁଙ୍କ ଉପରେ ହୋଇଥିବା ଆକ୍ରମଣରେ ତାଙ୍କ ବିରୋଧରେ ଯଦି କୌଣଓି ପ୍ରମାଣ ମିଳିଲା ତେବେ ସେ ପ୍ରଧାନମନ୍ତ୍ରୀ ପଦ ଛାଡିଦେବେ । ଇମାନଙ୍କ ଅଭିଯୋଗର ଉତ୍ତରରେ ଶେହବାଜ କହିଛନ୍ତି ଏହା ଭିତ୍ତିହିନ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri