Posted inଫୁରସତ

ପ୍ରଥମଥର ପାଇଁ ଛାତ ଉପରେ ରିଲ୍‌ କରୁଥିଲେ ଯୁବତୀ, ବିଜୁଳି ମାରିବାରୁ ଘଟିଲା ଏମିତି, ଭିଡିଓ ଦେଖିଲେ…

ସୋସିଆଲ ମିଡିଆ ଏମିତି ଏକ ପ୍ଲାଟ୍‌ଫର୍ମ ଯେଉଁଠି ସବୁକିଛି ଦେଖିବାକୁ ମିଳିଥାଏ। ପ୍ରେରଣା, ପ୍ରଭାବ, କମେଡି ମଧ୍ୟ। ଏଠାରେ ବେଳେବେଳେ ଏମିତି ମଜାଳିଆ କଥା ଦେଖିବାକୁ ମିଳେ, ଯାହା ଦେଖି ଲୋକେ ହସିହସି ଗଡ଼ନ୍ତି।

beautiful_new_pix ନାମକ ଏକ ଟୁଇଟର ପେଜ୍‌ରେ ଶେୟାର ହୋଇଥିବା ଏକ ଭିଡିଓରେ ଜଣେ ଯୁବତୀ ରିଲ୍‌ କରିବା ପାଇଁ ଛାତ ଉପରକୁ ଯାଇଥିଲେ। ଠିକ୍‌ ପଛ କରି ଡ୍ୟାନ୍ସ ପୋଜ୍‌ ଦେବା ମାତ୍ରେ ଏତେ ଶକ୍ତିଶାଳୀ ବିଜୁଳି ମାରିଲା, ଯେ ସେ ଭୟରେ ତଳେ କଚାଡ଼ି ହୋଇ ପଡ଼ିଗଲେ। ଏହା ଦେଖି କିଛି ୟୁଜର ହସିହସି ଗଡ଼ିଥିବା ବେଳେ ଆଉ କିଛି ଜଣ ଦୁଃଖ ପ୍ରକାଶ କରିଛନ୍ତି।

ଜଣେ ୟୁଜର ଲେଖିଛନ୍ତି ‘ଇନ୍ଦ୍ରଦେବ ଅପସରାଙ୍କ ନୂତନ ପ୍ରତିଯୋଗୀଙ୍କୁ ଛାଡ଼ିଦେଲେ’। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ଭଗବାନ ଭଲ କରିଛନ୍ତି। ଅନେକ ୟୁଜର ହସ ଇମୋଜି ଦେଇଥିବା ବେଳେ କିଛି ୟୁଜର କାନ୍ଦ ଇମୋଜି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

ଏହି ମସିହାରେ ପୃଥିବୀରୁ ଅଦୃଶ୍ୟ ହୋଇଯିବେ ମନୁଷ୍ୟ: ବାବା ଭେଙ୍ଗାଙ୍କ ଲୋମଟାଙ୍କୁରା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩।୫: ବୁଲଗେରିଆରେ ରହୁଥିବା ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତାମାନଙ୍କ ମଧ୍ୟରୁ ବାବା ଭେଙ୍ଗା ଅନ୍ୟତମ। ସେ ୧୯୧୧ରେ ଜନ୍ମଗ୍ରହଣ କରିଥିଲେ। ବାବା ଭେଙ୍ଗା ମାତ୍ର ୧୨ ବର୍ଷ...

ବିଶ୍ୱର ସବୁଠୁ ଉତ୍ତପ୍ତ ସ୍ଥାନ: ତାପମାତ୍ରା ଜାଣିଲେ ଉଡିଯିବ ହୋଶ୍‌

ଭାରତର ସବୁଠାରୁ ଗରମ ମାସ ହେଉଛି ମେ’ ଏବଂ ଜୁନ। ଦେଶର ଅନେକ ସ୍ଥାନରେ ପ୍ରବଳ ଗରମ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। କିନ୍ତୁ ବିଶ୍ୱରେ...

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ

ବିଶ୍ୱ ପ୍ରେସ୍‌ ସ୍ବାଧୀନତା ଦିବସ ପ୍ରତିବର୍ଷ ମେ’ ୩ରେ ସମଗ୍ର ବିଶ୍ୱରେ ପାଳନ କରାଯାଏ।  ଏହି ଦିନଟି ଭାରତ ତଥା ସମଗ୍ର ବିଶ୍ୱରେ ଗଣମାଧ୍ୟମର ଅବଦାନକୁ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

୨୫୧ ଥର ଜେଲ ଯାଇଥିବା ପ୍ରାର୍ଥୀ

ଲକ୍ଷ୍ନୌ: ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି(ଏସ୍‌ପି) ରବିଦାସ ମେହରୋତ୍ରାଙ୍କୁ ପ୍ରାର୍ଥୀ କରିଛି। ଚଳିତ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବହୁ ପୁରାତନ...

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri