ଧାମନଗର ଉପନିର୍ବାଚନ: ୧୬ ରାଉଣ୍ଡରେ ବି ସୂର୍ଯ୍ୟବଂଶୀ ଆଗୁଆ

ଭଦ୍ରକ ଅଫିସ,୬ା୧୧: ଧାମନଗର ବିଧାନସଭା ଉପନିର୍ବାଚନର ଭୋଟ ଗଣତି ୧୬ ରାଉଣ୍ଡରେ ବି ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗରେ ଅଛନ୍ତି। ଏହି ରାଉଣ୍ଡ ସୁଦ୍ଧା ସୂରଜ ସୂର୍ଯ୍ୟବଂଶୀ ୭୦,୯୪୬ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୬୨,୯୭୪ ଖଣ୍ଡ ଭୋଟ୍‌ ପାଇଛନ୍ତି। ସେହିପରି ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୭୫୭୭ ଖଣ୍ଡ ଭୋଟ୍‌ ପାଇଛନ୍ତି। କଂଗ୍ରେସର ହରେକୃଷ୍ଣ ସେଠୀଙ୍କୁ ୩୦୧୯ ଖଣ୍ଡ ମିଳିଥିବା ବେଳେ ନୋଟାରେ ୫୬୪ ଖଣ୍ଡ ଭୋଟ୍‌ ପଡ଼ିଛି। ତେବେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ବିଜେଡି ପ୍ରାର୍ଥୀ ଅବନ୍ତୀଙ୍କଠାରୁ ୭୯୭୨ଖଣ୍ଡ ଭୋଟ୍‌ରେ ଆଗୁଆ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri