ଏଇ ଭାରତରେ

ପରିବେଶକୁ ପ୍ରଦୂଷଣମୁକ୍ତ କରିବା ଲାଗି ଗୁଣ୍ଡୁଚିମୂଷା ଭଳି କାର୍ଯ୍ୟ କରୁଥିବା ଅନେକଙ୍କ ମଧ୍ୟରେ ଦିଲ୍ଲୀର ମିନାକ୍ଷୀ ଶର୍ମାଙ୍କ ଯୋଗଦାନ ପ୍ରେରଣାଦାୟକ। ମିନାକ୍ଷୀ ବର୍ଜ୍ୟ କପଡ଼ାକୁ ଅପ୍‌ସାଇକେଲ କରୁଛନ୍ତି। ସେ ‘ୟୁଜ ମି ଓ୍ବାର୍କ୍ସ’ କମ୍ପାନୀ ପ୍ରତିଷ୍ଠା କରି ବର୍ଜ୍ୟ କପଡ଼ାରୁ ଆକର୍ଷଣୀୟ ଘରସଜ୍ଜା ଜିନିଷ, ବ୍ୟାଗ୍‌, ଲୁଗା ଆଦି ତିଆରି କରୁଛନ୍ତି। ୨୦୧୧ରୁ ସେ ଏହି କାର୍ଯ୍ୟ କରିଆସୁଛନ୍ତି। ମିନାକ୍ଷୀଙ୍କ ବୟସ ୩୪। କଲେଜରେ ପଢୁଥିବାବେଳେ ପର୍ଲ ଏକାଡେମୀ ଅଫ୍‌ ଫ୍ୟାଶନରେ ଏକ ପ୍ରୋଜେକ୍ଟ ଉପସ୍ଥାପନ କରିବା ପରେ ତାଙ୍କୁ ଏଭଳି କାର୍ଯ୍ୟ କରିବାକୁ ପ୍ରେରଣା ମିଳିଥିଲା। ଦିଲ୍ଲୀର ଛତ୍ରପୁରରୁ ୩୦ ଜଣ ଗରିବ ମହିଳାଙ୍କୁ ସେ ଏହି କାର୍ଯ୍ୟରେ ନିଯୁକ୍ତ କରିଛନ୍ତି। ସେମାନେ ମାସକୁ ୫,୦୦୦ରୁ ୧୦,୦୦୦ ଟଙ୍କା ରୋଜଗାର କରିପାରୁଛନ୍ତି। ମାତ୍ର ୪୫୦ ବର୍ଗଫୁଟ ଜାଗାରେ ତାଙ୍କ କମ୍ପାନୀ ଚାଲିଛି। ମିନାକ୍ଷୀ ଗୋଟିଏ ମାସରେ ୨୦୦ କେଜି ବର୍ଜ୍ୟ କପଡ଼ା ଅପ୍‌ସାଇକେଲ କରୁଛନ୍ତି। ତାଙ୍କ ଦ୍ୱାରା ପ୍ରସ୍ତୁତ ଜିନିଷର ଚାହିଦା ରହିଛି ଓ ସିଙ୍ଗାପୁର, ଆମେରିକା ଏବଂ ଇଂଲଣ୍ଡରେ ଏହାର ଗ୍ରାହକ ରହିଛନ୍ତି। ମାସକୁ ପାଖାପାଖି ୨୦୦ ଅର୍ଡର ସେ ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଶିକ୍ଷା ଓ ଶିକ୍ଷକ

ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

ସଙ୍କଟରେ ଗ୍ରାମୀଣ ଶ୍ରମିକଙ୍କ ରୋଜଗାର

ବହୁଚର୍ଚ୍ଚିତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମାଞ୍ଚଳ ରୋଜଗାର ଗ୍ୟାରେଣ୍ଟି ଆଇନ ବା ଏମ୍‌ଜିଏନ୍‌ଆର୍‌ଇଜିଏ କୁ ସମାପ୍ତ କରି ତା’ ସ୍ଥାନରେ ‘ବିକଶିତ ଭାରତ ରୋଜଗାର ଓ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri