ତୁୁଲିଙ୍ଗା କୋଇଲା ଖଣି ବିସ୍ଥାପିତଙ୍କ ଆନ୍ଦୋଳନ ପୁଣି ତେଜିଲା

ସୁନ୍ଦରଗଡ,୭।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦ୍‌ଭାବନା ଭବନଠାରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ହୋଇଛି। ଶୁଣାଣି ସମୟରେ ଏନ୍‌ଟିପିସି ତୁୁଲିଙ୍ଗା କୋଇଲା ଖଣି ବିସ୍ଥାପିତ ମହିଳାମାନେ କ୍ଷତିପୂରଣ ଓ ନିଯୁକ୍ତି ଦାବିରେ ପ୍ରକୋଷ୍ଠ ଆଗରେ ଧାରଣାରେ ବସିଥିଲେ। ଉକ୍ତ ଖଣି ଯୋଗୁ ବିସ୍ଥାପିତ
ପରିବାରଙ୍କୁ ଏଯାବତ୍‌ କ୍ଷତିପୂରଣ କିମ୍ବା ନିଯୁକ୍ତି ମିଳି ନ ଥିବାରୁ ସେମାନେ ଧାରଣା ଦେଇଛନ୍ତି। ପୂର୍ବରୁ ସେମାନ ଖଣି ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ୮ ମାସ ଧାରଣାରେ ବସିଥିବା ସତ୍ତ୍ୱେ ବଳପୂର୍ବକ ସେମାନଙ୍କୁ ଉଠାଇ ଦିଆଯାଇଥିଲା। ତେବେ ଆଗକୁ ଯଦି ଦାବି ପୂରଣ ନ ହୁଏ ସେମାନେ ଧାରଣାରେ ବସି ଆନ୍ଦୋଳନକୁ ଜୋରଦାର କରିବେ ବୋଲି ବିସ୍ଥାପିତ ମହିଳା ସଂଙ୍ଘ ପକ୍ଷରୁ ଚେତାବନୀ ଦିଆଯାଇଛି। ସୋମବାରଠାରୁ ଧାରଣା ଦିଆଯାଇଥିବା ବେଳେ ସନ୍ଧ୍ୟାରେ ପ୍ରଶାସନ ପକ୍ଷରୁ ଆନ୍ଦୋଳନକାରୀ ପ୍ରତିନିଧିମଣ୍ଡଳର ସଦସ୍ୟଙ୍କୁ ଆଲୋଚନା ପାଇଁ ଡକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

ଘୋଷଣା ହେଲା ଟି-୨୦ ବିଶ୍ୱକପ୍ ଦଳ: ଗୌତମ ଗମ୍ଭୀରଙ୍କୁ ଚେତାବନୀ ଦେଲେ ପୁର୍ବତନ କ୍ରିକେଟର

ମୁମ୍ବାଇ,୨୦।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହେବା ପୂର୍ବରୁ ପୂର୍ବତନ ଅଲରାଉଣ୍ଡର ଇରଫାନ୍ ପଠାନ୍ ଏକ ଗୁରୁତ୍ୱପୂର୍ଣ୍ଣ ଚେତାବନୀ...

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ...

କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା

ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ...

ପୁଣିଥରେ ଭାରତକୁ ବଡ଼ ଝଟକା ଦେଲା ଚାଇନା! ଟ୍ରମ୍ପଙ୍କ ଟାରିଫ ମଧ୍ୟରେ ଗୋଟିଏ ବର୍ଷରେ ଦ୍ୱିତୀୟ ଥର ପହଞ୍ଚିଲା…

ବେଜିଂ,୨୦।୧୨: ଚାଇନା ପୁଣିଥରେ ଭାରତ ବିରୁଦ୍ଧରେ ବିଶ୍ୱ ବାଣିଜ୍ୟ ସଂଗଠନ (WTO) ପାଖକୁ ଯାଇଛି। ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା (ICT) ଉତ୍ପାଦ ଉପରେ ଲାଗୁ...

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri