ବହୁ ଭୋଟରଙ୍କୁ ମତଦାନର ସୁଯୋଗ ମିଳି ନଥିବା ଅଭିଯୋଗ ଆଣିଲେ ଟ୍ରମ୍ପ୍‌…

ଓ୍ବାଶିଂଟନ,୯।୧୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଭିଯୋଗ କରିଛନ୍ତି ଯେ ଡେଟ୍ରିୟରରେ ବାଲାଟ ପତ୍ରର ଅଭାବ ଯୋଗୁ ଅନେକ ଭୋଟରଙ୍କୁ ଭୋଟ ଦେଇ ପାରି ନାହାନ୍ତି। ଟ୍ରମ୍ପ ନିଜର ସୋସିଆଲ ମିଡିଆ ଆପ ଟ୍ରୁଥ ସୋସିଆଲରେ ଲୋକଙ୍କୁ ନିବେଦନ କରି କହିଛନ୍ତି ଯେ, ଏହି ଅପବ୍ୟବହାର ବିରୋଧରେ ଲୋକେ ସ୍ବର ଉତ୍ତୋଳନ କରିବା ଉଚିତ। ମୁଁ ଆପଣଙ୍କ ସହିତ ଅଛି । ସେ କହିଛନ୍ତି ଯେ ନିର୍ବାଚନ ଅନିୟମିତତା କରାଯାଇଛି।

ଟ୍ରମ୍ପ ଟ୍ରୁ ଥ୍‌ ସୋସିଆଲ ଆପରେ ଲେଖିଛନ୍ତି ଯେ ଲୋକମାନେ ଯେତେବେଳେ ଭୋଟ ଦେବାକୁ ଯାଉଛନ୍ତି, ଅଧିକାରୀମାନେ ସେମାନଙ୍କୁ କହୁଛନ୍ତି, ଦୁଃଖିତ, ଆପଣ ପୂର୍ବରୁ ଭୋଟ ଦେଇ ସାରିଛନ୍ତି। ଟ୍ରମ୍ପ ଅନ୍ୟ ଏକ ପୋଷ୍ଟରେ କହିଛନ୍ତି ଯେ ସେ ୨୦୨୦ଆମେରିକାର ରାଷ୍ଟ୍ରପତି ର୍ନିବାଚନ ଭଳି ଏହି ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ବ୍ୟାପକ ଭୋଟର ଜାଲିଆତି ହୋଇଛି।

ଫିଲାଡେଲଫିଆର ଜଣେ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି ଯେ ଭୁଲ ତଥ୍ୟ, ତାରିଖ ହଜିଯିବା କିମ୍ବା ଗୋପନୀୟତା ଖାତା ହଜିଯିବା ହେତୁ ପ୍ରାୟ ୩,୪୦୦ ମେଲ ଇନ ବାଲାଟ ପ୍ରତ୍ୟାଖ୍ୟାନ ହେବାର ଆଶଙ୍କା ରହିଛି। ଫିଲାଡେଲଫିଆ ସିଟି କମିଶନରଙ୍କ ଚେୟାରମ୍ୟାନ ଲିସା ଡିଲି ଏହି ଘଟଣାକୁ ହଜାର ହଜାର ପେନସିଲଭାନିଆ ଭୋଟରଙ୍କ ପାଇଁ ପ୍ରକୃତ ଦୁଃଖଦ ଘଟଣା ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri