ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ଘରେ ଗୁରୁବାର ଇଡି ଚଢ଼ାଉ କରିଛି। ଏଥିସହିତ ଅର୍ଚ୍ଚନାଙ୍କ ବିଜ୍‌ନେସ ପାର୍ଟନର ଖଗେଶ୍ୱରଙ୍କ କାର୍‌ ଶୋ’ରୁମ୍‌ ଏବଂ ବାଲିପାଟଣାସ୍ଥିତ ଘରେ ମଧ୍ୟ ଚଢ଼ାଉ ଚାଲିଛି। ଏକକାଳୀନ ୬ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଅର୍ଚ୍ଚନାଙ୍କ ଭୁବନେଶ୍ୱରର ସତ୍ୟବିହାର ଘର, କଳାହାଣ୍ଡି କେସିଙ୍ଗାସ୍ଥିତ ପୈତୃକ ବାସଭବନ, ଶାଶୁଘର ଜଳେଶ୍ୱରରେ ମଧ୍ୟ ଚଢ଼ାଉ ଚାଲିଛି। ବର୍ତ୍ତମାନ ଚଢ଼ାଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ହସ୍ତଗତ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri