Posted inଜାତୀୟ

ମମତାଙ୍କ ଦାବି: ଡିସେମ୍ବରରେ ସାଂପ୍ରଦାୟିକ ଦଙ୍ଗା କରିବାକୁ କରାଯାଉଛି ଷଡଯନ୍ତ୍ର, ଦୃଷ୍ଟି ରଖିଥାଆନ୍ତୁ

କୋଲକାତା,୧୦ ।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାଂପ୍ରଦାୟିକ ଦଙ୍ଗା କରିବାକୁ କରାଯାଉଥିବା ଷଡଯନ୍ତ୍ରକୁ ନେଇ ଅଧିକାରୀମାନଙ୍କୁ ସୂଚନା ଦେଇଛନ୍ତି । ଏହାସହ ସୀମା ଆରପାରିରୁ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ କରିବା କଥା ଉଠାଇଛନ୍ତି । ମମତା ବାନାର୍ଜୀ ଗୁରୁବାର ଅର୍ଥାତ୍ ନଭେମ୍ବର ୧୦ରେ ରାଣାଘାଟରେ କହିଛନ୍ତି, ଉତ୍ତର ବଙ୍ଗାଲକୁ ଅଲଗା କରିବାକୁ ସୀମା ଆରପଟରୁ ଅସ୍ତ୍ରଶସ୍ତ୍ରର ଚୋରାଚାଲାଣ କରାଯାଉଛି । ଅଧିକାରୀମାନଙ୍କୁ ଏହା ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିରେ କୁହାଯାଇଛି କି ନଜରରଖି ଥାଆନ୍ତୁ କାରଣ ଡିସେମ୍ବରରେ କେତେଜଣ ଲୋକେ ପଶ୍ଚିମବଙ୍ଗରେ ସାଂପ୍ରଦାୟିକ ହିଂସା କରିବାକୁ ଉସକାଉଛନ୍ତି ।
ଟିଏମସି ସୁପ୍ରିମୋ ମମତା ବାନାର୍ଜୀ ଏହାପୂର୍ବରୁ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ବି ଅଭିଯୋଗ ଆଣିଥିଲେ । ସେ କହିଥିଲେ ଭାଜପା ଗୁଜରାଟ ଓ ହିମାଚଳ ପ୍ରଦେଶ ନିର୍ବାଚନ ପୂର୍ବରୁ ନିର୍ବାଚନି ବ୍ୟାଣ୍ଡ ଜରିଆରେ କୋଟି କୋଟି ଟଙ୍କା ହାତେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଭାଜପା ଶାସନ କ୍ଷମତାକୁ ଫେରି ପାରିବ ନାହିଁ । କାରଣ ୨୦୧୯ରେ ହୋଇଥିବା ପୂର୍ବ ଲୋକ ସଭା ନିର୍ବାଚନ ପରେ ଦେଶରେ ରାଜନୈତିକ ସମିକରଣ ବଦଳି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri