Posted inଜାତୀୟ

ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆସନ୍ତା ସପ୍ତାହରେ ଇଣ୍ଡୋନେସିଆ ଯିବେ ମୋଦି

ନୂଆଦିଲ୍ଲୀ,୧୧।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୧୪ ରୁ ୧୬ ତିନି ଦିନିଆ ଇଣ୍ଡୋନେସିଆ ବାଲି ଗସ୍ତରେ ଯିବେ। ସେଠାରେ ୧୭ତମ ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ଏ ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ତାଙ୍କର କିଛି ପ୍ରତିପକ୍ଷଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏବଂ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ ଏହି ସମ୍ମିଳନୀରେ ଯୋଗ ଦେବେ ବୋଲି ଜଣାପଡିଛି। ରୁଷିଆ-ୟୁକ୍ରେନ ବିବାଦ, ଖାଦ୍ୟ, ସ୍ବାସ୍ଥ୍ୟ ଏବଂ ଜଳବାୟୁ ପରିବର୍ତ୍ତନ ଭଳି ବିଶ୍ୱ ସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ଗିଗ୍ ୱର୍କର୍ସଙ୍କ ପାଇଁ ଖୁସି ଖବର: କେନ୍ଦ୍ର ସରକାର ଆଣିଲେ ସୁରକ୍ଷା ନିୟମ

ନୂଆଦିଲ୍ଲୀ,୨।୧: ସ୍ୱଳ୍ପକାଳୀନ କିମ୍ବା ଚୁକ୍ତିଭିତ୍ତିକ କାର୍ଯ୍ୟ କରୁଥିବା ‘ଗିଗ୍ ୱର୍କର୍ସ’ ମାନଙ୍କ ପାଇଁ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି।...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri