ଦର୍ଶକଙ୍କୁ ପସନ୍ଦ ଆସୁଛି ସାମନ୍ଥାଙ୍କ ଫିଲ୍ମ, ଭାଙ୍ଗିପାରେ କିଛି ରେକର୍ଡ

ମୁମ୍ବାଇ: ସାମନ୍ଥା ରୁଥ ପ୍ରଭୁଙ୍କ ଅଭିନୀତ ମୁଭି ‘ୟଶୋଦା’ ଲମ୍ବା ସମୟର ପ୍ରତିକ୍ଷା ପରେ ଶେଷରେ ରିଲିଜ୍ ହୋଇଛି । ପ୍ରଥମ ଦିନରେ ଫିଲ୍ମକୁ ଭଲ ରେସପନ୍ସ ମିଳୁଛି ବୋଲି କୁହାଯାଉଛି । ସସପେନ୍ସ, ଆକ୍ସନ, ଥ୍ରିଲର ଫିଲ୍ମର ନିର୍ଦ୍ଦେଶନା ହରି ଓ ହରିଶ ଦେଇଥିବା ବେଳେ ଏହା ସିନେମା ହଲରେ ଦର୍ଶକଙ୍କୁ ଆକର୍ଷିତ କରିବାରେ ସଫଳ ହୋଇଛି ବୋଲି କୁହାଯାଉଛି । ଏହାକୁ ନେଇ ସକରାତ୍ମକ ପ୍ରତିକ୍ରୟା ମିଳୁଛି । ଦର୍ଶକେ ସାମନ୍ଥାଙ୍କ ଆକ୍ସନର ଭୁରି ଭୁରି ପ୍ରଶଂସା କରୁଛନ୍ତି । ଏହାସହ ଫିଲ୍ମର କାହାଣୀକୁ ବି ବେଶ ପ୍ରଶଂସା କରୁଛନ୍ତି । ତେବେ ସୋସିଆଲ ମିଡିଆରେ ପ୍ରଥମ ଦିନରେ ଫିଲ୍ମକୁ ଭଳ ରେସପନ୍ସ ମିଳିଥିବା ଦେଖାଯାଇଛି । ୟୁଜର୍ସ ବିଭିନ୍ନ ପ୍ରକାର କମେଣ୍ଟ କରି ଫିଲ୍ମର ପ୍ରଶଂସା କରିବା ସହ ସାମନ୍ଥାଙ୍କ ଅଭିନୟର ବି ପ୍ରଶଂସା କରିଛନ୍ତି ।
ସୂଚନାଯୋଗ୍ୟ, ସାମନ୍ଥା ଏହି ମୁଭିରେ ଜଣେ ସରୋଗେଟ ମଦର ଭୂମିକାରେ ଅଭିନୟ କରିଛନ୍ତି । ସେ ତାଙ୍କ ପିଲାକୁ ରକ୍ଷା କରିବା ପାଇଁ କିଛି ବି କରିବାକୁ ପ୍ରସ୍ତୁତ ଅଛନ୍ତି । ଏହା ଦର୍ଶକଙ୍କୁ ବେଶ ପସନ୍ଦ ଆସିଛି । ପ୍ରଥମ ଦିନରେ ସୋସିଆଲ ମିଡିଆ ରେସପନ୍ସକୁ ଦେଖିଲେ ଲାଗୁଛି ଆଗାମୀ ଦିନରେ ବି ଫିଲ୍ମ ଭଲ ବିଜନେସ କରିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri