ସତ୍ୟଭୂଷଣ ସାହୁ ହେବେ କଂଗ୍ରେସ ପ୍ରାର୍ଥୀ: ସୁର ରାଉତରାୟ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହେବେ ସତ୍ୟଭୂଷଣ ସାହୁ। ବିଧାୟକ ସୁରେଶ ରାଉତରାୟ ଏବଂ ତାରା ବାହିନୀପତି ଏହି ସୂଚନା ଦେଇଛନ୍ତି।

ପଦ୍ମପୁରରେ ଉପନିର୍ବାଚନ ଡିସେମ୍ବର ୫ରେ ହେବ। ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୧୮ରେ ପ୍ରାର୍ଥୀପତ୍ର ଯାଞ୍ଚ, ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଏବଂ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ। ବିଜେଡି ବିଧାୟକଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ...

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’

ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri