Odisha Elections 2024

ଫନୀ ଯୋଗୁ ରାଜଧାନୀରେ ଭାଙ୍ଗିଛି ୧ଲକ୍ଷରୁ ଅଧିକ ବୃକ୍ଷ

ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭୁବନେଶ୍ୱର ଭିତରେ ୧ଲକ୍ଷ ୮ ହଜାର ୫୬୪ ବୃକ୍ଷ ନଷ୍ଟ ହୋଇଛି। ଚନ୍ଦକା ଅଭୟାରଣ୍ୟରେ ୧ଲକ୍ଷ ୧୧ ହଜାର ୭୨୪ ବୃକ୍ଷ ନଷ୍ଟ ହୋଇଯାଇଛି। ଭୁବନେଶ୍ୱର ସହର ଏବଂ ଏହାର ଚତୁଃପାର୍ଶ୍ୱରେ ସବୁଜିମା ପୁନରୁଦ୍ଧାର କରିବା ପାଇଁ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଦ୍ୱାରା ପଚରାଯାଇଥିବା ତାରକା ପ୍ରଶ୍ନ ସଂଖ୍ୟା ୪୨୩ର ଉତ୍ତରରେ ମନ୍ତ୍ରୀ ଏହା କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଚଳିତ ବର୍ଷ ୨୦୧୯ ବର୍ଷାଋତୁରେ ୭୪ ହଜାର ଚାରା ରୋପଣ, ୬୨ ହଜାର ଡେଙ୍ଗା(୧୦ ଫୁଟରୁ ୧୨ ଫୁଟ) ବୃକ୍ଷଚାରା ରୋପଣ ଏବଂ ୬ଲକ୍ଷ ୩୫ ହଜାର ବୃକ୍ଷଚାରା ବିନା ମୂଲ୍ୟରେ ବିତରଣ କରିବାକୁ ପ୍ରସ୍ତାବ ରହଛିି ା


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କ ସହ କେମିତି ଅଛି ସମ୍ପର୍କ? ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକସଭା ନିର୍ବାଚନର ଷେଶ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ...

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି।...

ଡ୍ରାଇଭିଂବେଳେ ଫୋନ୍‌ ବ୍ୟବହାର, ଯାଇଛି ୧୬୩ ଜୀବନ

ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି...

ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ଭାଜପା ସୁରକ୍ଷା ଦେବା ଲଜ୍ଜାଜନକ

ଭୁବନେଶ୍ୱର,୨୮ା୫(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବଙ୍କ ଭଳି ଅପରାଧୀଙ୍କୁ ସୁରକ୍ଷା ଦେବା ପାଇଁ ଓଡ଼ିଶା ଭାଜପା ଗଣମାଧ୍ୟମ ସାମ୍ନାକୁ ଆସି କରୁଥିବା ଉଦ୍ୟମ ଲାଗି ଲଜ୍ଜିତ ହେବା ଉଚିତ...

ପରାଜୟ ଜାଣି ବିଜେଡି ଅଧିକ ଟଙ୍କା ବାଣ୍ଟୁଛି: ଭାଜପାର ଗୁରୁତର ଅଭିଯୋଗ

ଭୁବନେଶ୍ୱର, ୨୮।୫(ବ୍ୟୁରୋ):ଚଳିତ ନିର୍ବାଚନର ୩ୟ ପର୍ଯ୍ୟାୟ ଶେଷ ପରେ ବିଭିନ୍ନ ସଂସ୍ଥାର ଆକଳନ ଭାଜପା ସପକ୍ଷରେ ଯାଉଥିବା ଜାଣିପାରି ଶାସକ ବିଜେଡି ୪ର୍ଥ ପର୍ଯ୍ୟାୟ ନିର୍ବାଚନକୁ...

ଆଜି ଆସୁଛନ୍ତି ଶାହା:୩ ସ୍ଥାନରେ କରିବେ ରାଲି

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ଲାଗି କେନ୍ଦ୍ରୀୟ ନେତାମାନେ ଭାଜପା ପାଇଁ ପ୍ରଚାର କରିବାକୁ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି କ୍ରମରେ ସ୍ବରାଷ୍ଟ୍ର ମନ୍ତ୍ରୀ...

୪ ସୁଦ୍ଧା ରତ୍ନଭଣ୍ଡାର ଚାବି ହାଇକୋର୍ଟଙ୍କୁ ହସ୍ତାନ୍ତର କର

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୨୮ା୫(ଜଗନ୍ନାଥ ଧଳ/ ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ମିଳୁନାହିଁ। ତଦନ୍ତ ରିପୋର୍ଟ ଚାପିଦିଆଯାଇଛି। ମୋର ସନ୍ଦେହ ହେଉଛି ଯେ, ରତ୍ନଭଣ୍ଡାର ଚାବି ପାଣ୍ଡିଆନ...

୧୦୩ ବିଧାୟକଙ୍କ ସମ୍ପତ୍ତି ୫ ବର୍ଷରେ ୭୩% ବଢ଼ିଛି

ଭୁବନେଶ୍ୱର,୨୮ା୫(ଅନିଲ ଦାସ):୨୦୨୪ ସାଧାରଣ ନିର୍ବାଚନରେ ବିଭିନ୍ନ ଦଳର ୧୦୩ ଜଣ ବିଧାୟକ ପୁଣି ନିର୍ବାଚନ ଲଢ଼ୁଛନ୍ତି। ସେମାନଙ୍କର ହାରାହାରି ସମ୍ପତ୍ତି ପରିମାଣ ୫ ବର୍ଷରେ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri