ବରଗଡ଼ ଜିଲାରେ ୨୧ରୁ ଖୋଲିବ ଧାନମଣ୍ଡି

ବରଗଡ଼ ଅଫିସ୍‌,୧୪।୧୧: ବରଗଡ଼ ଜିଲାରେ ଆସନ୍ତା ୨୧ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବା ସହିତ ମଣ୍ଡି ଖୋଲିବ। ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ପତ୍ରସଂଖ୍ୟା-୧୭୨୧୮ ତା-୧୪।୧୧।୨୦୨୨ରିଖରେ ଏହା ଉଲ୍ଲେଖ ରହିଛି।

ପ୍ରକାଶଥାଉକି, ପୂର୍ବରୁ ଆସନ୍ତା ୨୫ତାରିଖରେ ଜିଲାର ଅତାବିରା ଓ ଭେଡ଼େନ ବ୍ଲକରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ଏବଂ ପର୍ଯ୍ୟାୟ କ୍ରମେ ଅନ୍ୟ ବ୍ଲକଗୁଡ଼ିକରେ ଧାନ ମଣ୍ଡି ଖୋଲିବ ବୋଲି ପ୍ରଶାସନ ନିଷ୍ପତ୍ତି ନେଇ ତାରିଖ ନିର୍ଦ୍ଧାରଣ କରିଥିଲା। କିନ୍ତୁ ଡିସେମ୍ବର ୧୫ରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିବାକୁ ଚାଷୀ ସଙ୍ଗଠନଗୁଡ଼ିକ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri