Posted inଜାତୀୟ

ପାକିସ୍ତାନୀ ଡ୍ରୋନ୍‌ ଉପରେ ଭାରତୀୟ ଯବାନଙ୍କ ୧୦ ରାଉଣ୍ଡ ଗୁଳି ମାଡ଼…

ପଠାଣକୋଟ,୧୫।୧୧ : ପୁଣିଥରେ ପଠାଣକୋଟର ବାମିୟାଲ ସେକ୍ଟରରେ ଭାରତୀୟ ସୀମା ଭିତରକୁ ପାକିସ୍ତାନୀ ଡ୍ରୋନର ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ବିଏସଏଫ ଯବାନଙ୍କ ଗୁଲି ଫାୟରିଂଯୋଗୁ ୁ ପାକିସ୍ତାନୀ ଡ୍ରୋନ ଫେରି ଯାଇଥିଲା। ଏହି ଘଟଣା ପରେ ପୋଲିସ ଏବଂ ବିଏସଏଫ ଦ୍ୱାରା ସମଗ୍ର ଅଞ୍ଚଳକୁ କର୍ଡନ କରାଯାଇଥିଲା ଏବଂ ସର୍ଚ୍ଚ ଅପରୋନ ଆରମ୍ଭ ହୋଇଛି। ସୋମବାର ବିଳମ୍ବିତ ରାତିରେ ଡ୍ରୋନ ଅନୁପ୍ରବେଶ ଘଟଣା ଘଟିଛି।

ସୋମବାର ବିଳମ୍ବିତ ରାତିରେ ସୀମାରେ ପୋଷ୍ଟ ହୋଇଥିବା ବିଏସଏଫ ଯବାନ ପାକିସ୍ତାନୀ ଡ୍ରୋନର ଗତିବିଧି ବିଓପି ବାମିୟାଲ ସୀମାର ଏନଟିପି ଅଞ୍ଚଳରେ ଦେଖିବାକୁ ପାଇଥିଲେ। ଏହା ଉପରେ ତୁରନ୍ତ ବିଏସଏଫ ଯବାନମାନେ ୧୦ ରାଉଣ୍ଡ ଗୁଳି ଚଳାଇଥିଲେ। ଡ୍ରୋନର ଅବସ୍ଥାନ ଜାଣିବା ପାଇଁ ତିନୋଟି ଇଲୁ ବୋମା ମଧ୍ୟ ଛଡା ଯାଇଥିଲା। ପ୍ରାୟ ଏକ ମିନିଟର ଏହି କାର୍ଯ୍ୟ ପରେ ପାକିସ୍ତାନୀ ଡ୍ରୋନ ଫେରି ଯାଇଥିଲା।

ଏହାପୂର୍ବରୁ ମଧ୍ୟ ଏହି ଅଞ୍ଚଳରେ ପାକିସ୍ତାନ ପକ୍ଷରୁ ଡ୍ରୋନ ଅନୁପ୍ରବେଶ କରିବାକୁ ଚେଷ୍ଟା କରାଯାଇଛି। ଏଥିସହିତ ସ୍ଥାନୀୟ ପୋଲିସ ସୂଚନା ପାଇବା ପରେ ଡିଏସପି ଅପରେଶନ ସୁଖରାଜ ସିଂ ଏବଂ ପୋଲିସ ଷ୍ଟେଶନ ଦାୟିତ୍ୱରେ ଥିବା ଦୀପକ କୁମାର ପୋଲିସ ଦଳ ସହିତ ପହଞ୍ଚିଥିଲେ। ପୋଲିସ ଏବଂ ବିଏସଏଫ ସମ୍ଭାବ୍ୟ ସ୍ଥାନରେ ସର୍ଚ୍ଚ ଅପରେଶନ କରିଥିଲେ। ତଥାପି, କୌଣସି ସନ୍ଦେହଜନକ ସନ୍ଧାନ ମିଳି ନଥିଲା। ଏହି ପ୍ରସଙ୍ଗରେ ଡିଏସପି ଅପରେସନ ସୁଖରାଜ ସିଂ କହିଛନ୍ତି ଯେ ବିଏସଏଫ ଦ୍ୱାରା ପାକିସ୍ତାନୀ ଡ୍ରୋନର ଅନୁପ୍ରବେଶ ଦେଖିବା ପରେ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି। ମାତ୍ର କୌଣସି ସନ୍ଦେହଜନକ ଜିନିଷ ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri