ଯୁବତୀ ବେଶରେ ନବାଜୁଦ୍ଦିନ

ବମ୍ବେ: ନିଜର ଆଗାମୀ ଫିଲ୍ମକୁ ନେଇ ଚର୍ଚ୍ଚାରେ ରହିଛନ୍ତି ବଲିଉଡର ଭର୍ସାଟାଇଲ୍‌ ଅଭିନେତା ନବାଜୁଦ୍ଦିନ ସିଦ୍ଧକି। ପ୍ରଥମ ଥର ଲାଗି ଫିଲ୍ମରେ ସେ ଜଣେ ଟ୍ରାନ୍ସଜେଣ୍ଡର ମହିଳାଙ୍କ ଭୂମିକାରେ ନଜର ଆସିବେ। ନିକଟରେ ଅଭିନେତାଙ୍କ ଫାଷ୍ଟ ଲୁକ୍‌ ସାମ୍ନାକୁ ଆସିଥିବା ବେଳେ ଅଭିନେତାଙ୍କୁ ଚିହ୍ନିବା ମୁସ୍କିଲ ହୋଇଥିଲା। ଏବେ ନିର୍ମାତାମାନେ ଆଉ ଏକ ଲୁକ୍‌କୁ ଶେୟାର କରିଛନ୍ତି।

ନୂଆ ଲୁକ୍‌ରେ ନବାଜୁଦ୍ଦିନ ସବୁଜ ରଙ୍ଗର ଶାଢ଼ୀ ପିନ୍ଧିଛନ୍ତି। ମଥାରେ ତାଙ୍କର ରହିଛି ଲାଲ ରଙ୍ଗର ବିନ୍ଦି। ଓଠରେ ଡାର୍କ ଲିପଷ୍ଟିକ୍‌ ସାଙ୍ଗକୁ ଖୋଲା ଚୁଟି। ଅନେକ ଟ୍ରାନ୍ସଜେଣ୍ଡରଙ୍କ ଗହଣରେ ସେ ଛିଡ଼ା ହୋଇ କ୍ୟାମେରା ଲାଗି ପୋଜ୍‌ ଦେଇଛନ୍ତି।

ଫିଲ୍ମ ‘ହଡ୍ଡି’ରେ ନବାଜୁଦ୍ଦିନ ପ୍ରାୟ ୮୦ ଟ୍ରାନ୍ସଜେଣ୍ଡରଙ୍କ ସହ କାମ କରିଛନ୍ତି। ଏହା ତାଙ୍କ ପାଇଁ ସମ୍ମାନ ଏବଂ ସୌଭାଗ୍ୟର ବିଷୟ ଥିଲା ବୋଲି ସେ କହିଛନ୍ତି। ଫିଲ୍ମ ବିଷୟରେ କଥା ହେଲେ ଏହା ଏକ ପ୍ରତିଶୋଧମୂଳକ ଡ୍ରାମା। ଅକ୍ଷତ ଅଜୟ ଶର୍ମା ଏହାର ନିର୍ଦ୍ଦେଶନା ଦେଇଛନ୍ତି। ଆସନ୍ତା ବର୍ଷ ଏହା ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri