Posted inଜାତୀୟ

ସ୍ତ୍ରୀ ମୃତ୍ୟୁରେ ଭାଙ୍ଗିପଡ଼ି ଜୀବନ ହାରିଲେ ସ୍ବାମୀ

ପୁଣେ,୧୮।୧୧: ସ୍ତ୍ରୀଙ୍କ ମୃତ୍ୟୁରେ ଭାଙ୍ଗିପଡ଼ି ସ୍ବାମୀ ବିଷ ପିଇ ଆତ୍ମହତ୍ୟା କରିବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ମହାରାଷ୍ଟ୍ରର ପୁଣେସ୍ଥିତ ଜୁନାର ଅଞ୍ଚଳରେ ଏପରି ଏକ ଘଟଣା ଦେଖିବାକୁ ମିଳିଛି।
ମିଳିଥିବା ସୂଚନା ମୁତାବକ, ନଭେମ୍ବର ୧୪ ତାରିଖରେ ରମେଶ ନିଜ ଗର୍ଭବତୀ ସ୍ତ୍ରୀ ଓ ଶାଶୁଙ୍କୁ ଏକ ବାଇକ୍‌ରେ ମେଡିକାଲ ଯାଉଥିଲେ। ହେଲେ ବାଟରେ ଏକ ଟ୍ରାକ୍ଟର ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରମେଶଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ରମେଶ ଦୁଃଖରେ ଭାଙ୍ଗି ପଡ଼ିଥିଲେ। ଏଥିରେ ସେ ମାନସିକ ଭାରସାମ୍ୟ ହରାଇ ସ୍ତ୍ରୀ ମୃତ୍ୟୁର ୩ ଦିନ ପରେ ଗୁରୁବାର ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିିଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri