Posted inଜାତୀୟ

ଡିସେମ୍ବର ୭ରୁ ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୧୯।୧୧: ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହେବ । ଏହା ୨୯ ତାରିଖ ଯାଏ ଚାଲିବ। କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଏହି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଚଳିତବର୍ଷ ଶୀତକାଳୀନ ଅଧିବେଶନ ଡିସେମ୍ବର ୭ରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ ୧୭ଟି କାର୍ଯ୍ୟଦିବସ ରହିବ। ରାଜ୍ୟସଭାର ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନକର ପ୍ରଥମ ଦିନରେ ଗୃହ ପରିଚାଳନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ବିଜେଡି ପ୍ରତିଷ୍ଠା ଦିବସରେ ବଡ଼ ଘୋଷଣା କଲେ ନବୀନ ପଟ୍ଟନାୟକ: ଆଗକୁ ଦଳ…

ଭୁବନେଶ୍ବର,୨୬।୧୨: ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri