୮ ଜିଲା ଦାୟିତ୍ୱରେ ସୋରଡ଼ା ବିଧାୟକ

ସୋରଡ଼ା,୧୯।୧୧: ରାଜ୍ୟ ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟିର ନିଷ୍ପତ୍ତିକ୍ରମେ ୪ଟି ସବ୍‌କମିଟି ଗଠନ କରାଯାଇଛି। ଉକ୍ତ କମିଟିକୁ ବିଭିନ୍ନ ଜିଲାର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବାକୁ ଦାୟିତ୍ୱ ଦିଆଯାଇଛି। ସବ୍‌କମିଟି -୨ରେ ବିଧାୟକ ପଦ୍ମନାଭ ବେହେରା, ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ନାମ ରହିଛି। ତାଙ୍କୁ ବୌଦ୍ଧ, ସୋନପୁର, ବରଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଜିଲାର ସମୀକ୍ଷା ଦାୟିତ୍ୱ ଦିଆଯାଇଛି। ଏପରିକି ଆବଶ୍ୟକ ସ୍ଥଳେ କୌଣସି ସେବା ଯୋଗାଇ ଦେବାକୁ କୁହାଯାଇଛି। ବିଧାନସଭା ସଚିବାଳୟ ନୋଟିଫିକେଶନ୍‌ ନଂ. ୮୪୩୭ ତଥା ସଚିବ ଦାଶରଥି ଶତପଥୀଙ୍କ ପକ୍ଷରୁ କମିଟି ସମ୍ପର୍କରେ ସୂଚନା ଦିଆଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri