Posted inଜାତୀୟ

‘ଇନ୍ଦିରା ଗାନ୍ଧୀଙ୍କ କ୍ଷମତା ଯାଇଛି, ଦିନେ ମୋଦି ବି ଯିବେ, ତେଣୁ ପରିସ୍ଥିତି ଖରାପ କରନା…’କାହିଁକି ରାଜ୍ୟପାଳ ମଲିକ କହିଲେ ଏମିତି

ନୂଆଦିଲ୍ଲୀ,୨୧ ।୧୧: ମେଘାଳୟର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ରବିବାର କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ମନେରଖିବା ଉଚିତ ଯେ ଶାସନ କ୍ଷମତା ଚିରସ୍ଥାୟୀ ନୁହେଁ ଏହା ଆସେ ଆଉ ଯାଏ । ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ମୋଦି ଜି ବୁଝି ଯିବା ଦରକାର କି ଶାସନ କ୍ଷମତା ଆସେ ଆଉ ଯାଏ । ଇନ୍ଦିରା ଗାନ୍ଧୀଙ୍କ କ୍ଷମତା ବି ଚାଲିଯାଇଛି, ଯେତେବେଳେ ଲୋକେ କହୁଥିଲେ ତାଙ୍କୁ କେହି ହଟାଇ ପାରିବେ ନାହିଁ, ଗୋଟିଏ ଦିନ ଆପଣ ବି ଚାଲିଯିବେ । ସେଥିପାଇଁ ପରିସ୍ଥିତିକୁ ଏମିତି ବିଗାଡି ଦିଅନ୍ତୁ ନାହିଁ ଯାହାକୁ କେବେ ସଜଡା ଯାଇ ପାରିବ ନାହିଁ ।
ସୂଚନାଯୋଗ୍ୟ, ଜୟପୁରରେ ରବିବାର ମଲିକ ରାଜସ୍ଥାନ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘର ଏକ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବା ସମୟରେ ଏମିତି କହିଛନ୍ତି । ସେ କହିଛନ୍ତି ଦେଶରେ ବିଭିନ୍ନ ପ୍ରକାରର ଲଢେଇ ଆରମ୍ଭ ହେବାକୁ ଯାଉଛି । କୃଷକ ପୁଣିଥରେ ଆନ୍ଦୋଳନ କରିବେ ତ ଯୁବକ ପୁଣି କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ୱର ଉତ୍ତୋଳନ କରିବେ ।
ଅଗ୍ନିପଥ ଯୋଜନାକୁ ନେଇ ବି ଖୁବ୍ ବର୍ଷିଛନ୍ତି ମଲିକ । ସେ କହିଛନ୍ତି, ମୁଁ ଯେତିକି ଜାଣିଛି ଅଗ୍ନିପଥ ଯୋଜନାରେ ଭର୍ତ୍ତି ହେଉଥିବା ସେନା ବ୍ରହ୍ମୋସ ସହିତ ଅନ୍ୟ ମିଶାଇଲକୁ ଛୁଇଁ ପାରିବେ ନାହିଁ । କାରଣ ଏମାନଙ୍କୁ ଅନୁମତି ଦିଆଯାଇ ନାହିଁ । ତେଣୁ ଏହାଦ୍ୱାରା ଅଗ୍ନିପଥ ଯୋଜନା ସେନାକୁ ବି ନଷ୍ଟ କରିଦେବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri