Odisha Elections 2024

କୋରେଇ ଦୁର୍ଘଟଣା: ଦାବି ପୂରଣ ନ ହେଲେ ଆମରଣ ଅନଶନ

ଯାଜପୁର ଅଫିସ,୨୧।୧୧: ଯାଜପୁର ଜିଲା କୋରେଇ ଷ୍ଟେଶନରେ ମାଲବାହୀ ଟ୍ରେନ ସୋମବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ସ୍ଥାନୀୟଲୋକେ ରେଳବିଭାଗକୁ ଦାୟୀ କରିଛନ୍ତି। ସ୍ଥାନୀୟଲୋକେ ଷ୍ଟେଶନ ଆଗରେ ଧାରଣା ଦେଇଛନ୍ତି। ସେମାନେ ମୃତକଙ୍କ ପରିବାରରୁ ଜଣକୁ ଚାକିରି ଏହା ସହ ୫୦ ଲକ୍ଷ ଟଙ୍କା ଦେବାକୁ ଦାବି କରିଛନ୍ତି।
ଅନପକ୍ଷେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରତି ମୃତକଙ୍କ ପରିବାର ଲୋକଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଥିବା ବେଳେ ରାଜ୍ୟ ସରକାର ୨ ଲକ୍ଷ ଘୋଷଣା କରିଛନ୍ତି। ତେବେ ଆନ୍ଦୋଳନକାରୀ ୫୦ ଲକ୍ଷ ଆର୍ଥିକ ସହାୟତା ଦାବି କରିଛନ୍ତି। ଦୁର୍ଘଟଣାରେ ମୃତ ଜଣେ ମହିଳାଙ୍କ ସ୍ବାମୀ ଭିନ୍ନକ୍ଷମ । ତାଙ୍କର ୨ ଜଣ ଅବିବାହିତ ଝିଅ ରହିଛନ୍ତି । ତାଙ୍କ ପରିବାରର ଜଣଙ୍କୁ ଚାକିରି ପାଇଁ ଦାବି ହୋଇଛି । ଦାବି ପୂରଣ ନ ହେଲେ ସେମାନେ ଆନ୍ଦୋଳନକାରୀ ଆମରଣ ଅନଶନ ପାଇଁ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଚ୍ୟୁତ ସାମନ୍ତଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଲେ ସବ୍ୟର୍ଚ୍ଚିତା

ଜି.ଉଦୟଗିରି,୧୬ା୫(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ସହରରେ ଗୁରୁବାର ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ଓ କନ୍ଧମାଳ ଏମ୍‌ପି ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ପାଇଁ...

ରତ୍ନ ଭଣ୍ଡାର ଚାବି ମିଳିବାର ଅଛି ତ ଭାଜପାକୁ ଭୋଟ୍‌ ଦିଅନ୍ତୁ: ନଡ୍ଡା

ପଦ୍ମପୁର,୧୬।୫: ପଦ୍ମପୁରରେ ଭାଜପା ସଭାପତି ଜେପି ନଡ୍ଡା ବିଜେଡି ଉପରେ ବର୍ଷିଛନ୍ତି। ନଡ୍ଡା କହିଛନ୍ତି, ରତ୍ନଭଣ୍ଡାର ଚାବି ହଜିଛି, ଚାବି କୁଆଡ଼େ ଗଲା। ରତ୍ନ ଭଣ୍ଡାର...

ସାଲୁଗାଙ୍କ ପାଇଁ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା

ରାଇକିଆ,୧୬ା୫(ପ୍ରଦୀପ ବେହେରା): ଆସନ୍ତା ୨୦ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ କନ୍ଧମାଳ ଜିଲା ରାଇକିଆଠାରେ ବିଭିନ୍ନ ରାଜନୈତିକ ଦଳର ପ୍ରଚାର ଜୋର୍‌ ଧରିଛି। ଗୁରୁବାର...

ଧାରଣାସ୍ଥଳରେ ପୋଲିସର ଲାଠିଚାର୍ଜ, ଛତ୍ରଭଙ୍ଗ ଦେଲେ ଲୋକେ

ଖଲ୍ଲିକୋଟ,୧୬ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଖଲ୍ଲିକୋଟ ଥାନା ଆଗରେ ସକାଳ ୯ଟାରୁ ଭାଜପା ସମର୍ଥକଙ୍କ ଧାରଣା ଜାରି ରହିଥିଲା। ୧.୩୦ ସମୟରେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର...

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ବୁଧବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri