‘କିଟ୍‌’ରେ ହେବ ବାୟୋ-ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର: ରାଜ୍ୟ ସରକାର ଦେବେ ୨ କୋଟି

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ)-‘କିଟ୍‌’ର ସ୍କୁଲ ଅଫ୍‌ ବାୟୋ-ଟେକ୍ନୋଲୋଜିକୁ ଉତ୍କର୍ଷ କେନ୍ଦ୍ର (ସେଣ୍ଟର ଅଫ୍‌ ଏକ୍ସିଲେନ୍ସ)ରେ ପରିଣତ କରାଯିବ। ଏଥିପାଇଁ ସରକାରଙ୍କ ବିଜ୍ଞାନ ଓ କାରିଗରି ବିଭାଗ ୨ କୋଟି ଟଙ୍କା ଯୋଗାଇଦେବ। ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସହିତ ଇନ୍‌କ୍ୟୁବେଶନ ସେଣ୍ଟରର ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦିଆଯିବା ସେଣ୍ଟର ଅଫ୍‌ ଏକ୍ସିଲେନ୍ସରେ ଗବେଷଣା ଓ ବିକାଶ ସୁବିଧା ସାଙ୍ଗକୁ ଭିତ୍ତିଭୂମି ବିକାଶ ଓ କାରିଗରି ସମୁନ୍ନତି ଉପରେ ପ୍ରାଧାନ୍ୟ ଦିଆଯିବ।  ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କହିଛନ୍ତି, ପୂର୍ବରୁ ଭୁବନେଶ୍ୱରସ୍ଥିତ ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌)କୁ ଷ୍ଟାର୍ଟଅପ୍‌ ବିକାଶ, ତାଲିମ ଏବଂ ଇନ୍‌କ୍ୟୁବେଶନ ସେଣ୍ଟର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ୨ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ବାୟୋ-ଟେକ୍‌ନୋଲୋଜି ଗବେଷଣା ଓ ତା’ର ବ୍ୟାପକ ଉପଯୋଗିତା ଉପରେ ସରକାର ପ୍ରାଥମିକତା ଦେଇଛନ୍ତି ବୋଲି ଦର୍ଶାଇ ମନ୍ତ୍ରୀ କହିଛନ୍ତି, ଅନ୍ଧାରୁଆଠାରେ ଭାରତ ବାୟୋଟେକ୍‌କୁ ସରକାର ଜାଗା ଯୋଗାଇ ଦେଇଛନ୍ତି। ଏବେ ସେଠାରେ ସମସ୍ତ ନିର୍ମାଣ କାର୍ଯ୍ୟ ଶେଷହେବାକୁ ଯାଉଛି ଏବଂ ଶୀଘ୍ର ସେଠାରେ ଟିକା ଉତ୍ପାଦନ ହେବା ସମ୍ଭାବନା ଉଜ୍ଜ୍ୱଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri