Posted inଜାତୀୟ

ଗୁଜରାଟ ବିଧାନସଭା ନିର୍ବାଚନ: ଏଥର ମତଦାତାଙ୍କ ମଧ୍ୟରୁ ଅଧାରୁ ଅଧିକ ୪୦ ବର୍ଷରୁ କମ୍ ବୟସର ଭୋଟର

ଗାନ୍ଧିନଗର,୨୨ ।୧୧: ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରାୟ ସମସ୍ତ ରାଜନୈତିକ ଦଳ ଯୋରସୋରରେ ପ୍ରଚାର ଆରମ୍ଭ କରି ଦେଇଛନ୍ତି । ନିର୍ବାଚନ କମିଶନ ବି ନିର୍ବାଚନ ପ୍ରସ୍ତୁତିକୁ ନେଇ ଲାଗି ପଡିଛନ୍ତି । ଗୁଜରାଟ ବିଧାନସଭାର ଆଗାମୀ ନିର୍ବାଚନ ପାଇଁ ୪୦ ବର୍ଷରୁ କମ୍ ବୟସର ଅଧିକାଂଶ ଭୋଟର ରହିଥିବା ଜଣାପଡିଛି । ଏହି ସଂଖ୍ୟା ପ୍ରଥମଥର ଭୋଟ ଦେଉଥିବା ମତଦାତାଙ୍କ ଆଗ୍ରହକୁ କମାଇ ଦେଇଥିବା କୁହାଯାଉଛି । ହେଲେ ପ୍ରଥମଥର ଭୋଟ ଦେଉଥିବା ମତଦାତାଙ୍କ ସଂଖ୍ୟା ଏଥର କମ ଥିବା ଜଣାପଡିଛି ।
ନିର୍ବାଚନ କମିଶନଙ୍କ ଦ୍ୱାରା ଜାରି କରାଯାଇଥିବା ଏକ ସଂଖ୍ୟା ଅନୁଯାୟୀ, ଏଥର ୪.୯ କୋଟି ମତଦାତାଙ୍କ ମଧ୍ୟରୁ ପ୍ରାୟ ୨.୩୫ କୋଟି ଭୋଟର ୪୦ ବର୍ଷରୁ କମ୍ ବୟସ । ମୋଟ ଭୋଟରଙ୍କ ସଂଖ୍ୟାରୁ ପ୍ରଥମଥର ଭୋଟ ଦେଉଥିବା ଭୋଟରଙ୍କ ସଂଖ୍ୟା ୧୧.୭୪ ଲକ୍ଷ, ଯାହା ୨୦୧୨ ଓ ୨୦୧୭ର ବିଧାନସଭା ନିର୍ବାଚନରେ ୧୮-୧୯ବର୍ଷ ବୟସର ଭୋଟରଙ୍କ ତୁଳନାରେ କମ ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri