ଗୋଦରେଜ୍‌ ଲକ୍ସର ‘ହର୍‌ ଘର୍‌ ସୁରକ୍ଷିତ’

ନୂଆଦିଲ୍ଲୀ,୨୨।୧୧: ଗୋଦରେଜ୍‌ ଲକ୍ସ ପକ୍ଷରୁ ନିକଟରେ ଗୃହ ସୁରକ୍ଷା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ନୂଆ କାର୍ଯ୍ୟକ୍ରମ ‘ଲାଇଭ୍‌ ସେଫ୍‌ ଓ ଲାଇଫ ଫ୍ରି’ର ଶୁଭାରମ୍ଭ ମଧ୍ୟ କରାଯାଇଛି। ଏପରିକି ଗାଦରେଜ୍‌ ଲକ୍ସର ଜାତୀୟସ୍ତରର ଜନ ସଚେତନତା ଅଭିଯାନ ‘ହର୍‌ ଘର୍‌ ସୁରକ୍ଷିତ’ର ୪ର୍ଥ ବାର୍ଷିକ ଉତ୍ସବ ମଧ୍ୟ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମୁମ୍ବାଇର ଡେପୁଟି ପୋଲିସ କମିଶନର୍‌ (ଜୋନ୍‌ ୭) ପ୍ରଶାନ୍ତ କଦମ୍‌ ଏବଂ ଲୋକପ୍ରିୟ ଟିଭି ଶୋ’ ସିଆଇଡିର ଚର୍ଚ୍ଚିତ ଚେହେରା ଦୟାନନ୍ଦ ସେଟ୍ଟୀଙ୍କ ଉପସ୍ଥିତିରେ ଗୋଦରେଜ୍‌ ଲକ୍ସର ଗୃହ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରାଯାଇଛି। ଏହି ଅଭିଯାନ ଜରିଆରେ ଦେଶର ସବୁଠୁ ଅସୁରକ୍ଷିତ ୧୦ ସହରର ୫୨ଟି ସ୍ଥାନ ଅଥବା ୫୨ସପ୍ତାହରେ ସୁରକ୍ଷା ପ୍ରଦାନ କରିବା ଲାଗି କମ୍ପାନୀ ଗୃହ ସୁରକ୍ଷା ସଚେତନତା ଅଭିଯାନର ଆୟୋଜନ କରିବ।
ଏ ସମ୍ପର୍କରେ ଗୋଦରେଜ୍‌ ଲକ୍ସର ବ୍ୟବସାୟ ମୁଖ୍ୟ ଶ୍ୟାମ୍‌ ମୋତୱାନି କହିଛନ୍ତି,‘ଲାଇଭ୍‌ ସେଫ୍‌, ଲାଇଭ୍‌ ଫ୍ରି’ ବିଷୟରେ ଘୋଷଣା କରି ଆମେ ଅତ୍ୟନ୍ତ ଆନନ୍ଦିତ। ଯାହାର ଲକ୍ଷ୍ୟ ହେଉଛି ଅତ୍ୟଧିକ ଚୋରି ଭଳି ଘଟଣା ଘଟୁଥିବା ୫୨ଟି ସ୍ଥାନକୁ ଚିହ୍ନଟ କରି ସାରା ଦେଶରେ ସୁରକ୍ଷାକୁ ନେଇ ରହିଥିବା ଚିନ୍ତାର ମୁକାବିଲା କରିବା। ଏହାଦ୍ୱାରା ନାଗରିକମାନେ ସେମାନଙ୍କ ସୁରକ୍ଷାର ମାନ ବିଷୟରେ ଜାଣିପାରିବେ ଏବଂ ଘର ସୁରକ୍ଷାରେ ରହିଥିବା ଅଭାବର ମୁକାବିଲା କରିବା ଲାଗି ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri