ଟାଟା ହିଟାଚି ପକ୍ଷରୁ ମାଇନିଂ ମେଶିନ ପ୍ରଦର୍ଶିତ

ନୂଆଦିଲ୍ଲୀ,୨୩।୧୧: ଦେଶର ପ୍ରମୁଖ ମେଶିନାରି ଉତ୍ପାଦକ କମ୍ପାନୀ ‘ଟାଟା ହିଟାଜି’ ନିକଟରେ ଆଇଏମ୍‌ଏମ୍‌ଇ-୨୦୨୨ ରେ ଅଂଶଗ୍ରହଣ କରି ତା’ର ଶକ୍ତିଶାଳୀ ମାଇନିଂ ମେଶିନଗୁଡ଼ିକୁ ପ୍ରଦର୍ଶିତ କରିଥିଲା। ଏପରିକି ହିଟାଚିର ଶକ୍ତିଶାଳୀ ମାଇନିଂ ଏକ୍ସାଭେଟର ମଡେଲ ଜେଡ୍‌ଏକ୍ସ ୮୭୦ଏଚ୍‌-୫ଜି ଓ ନୂଆକରି ଶୁଭାରମ୍ଭ ହୋଇଥିବା ଟାଟା ହିଟାଚିର ହ୍ବିଲ୍‌ ଲୋଡର, ଜେଡ୍‌ଡବ୍ଲ୍ୟୁ୨୨୫-୬କୁ ପ୍ରଦର୍ଶନ କରିଛି। ଏହାଛଡା କମ୍ପାନୀ ଡ୍ରମ୍‌ କଟର ମଡେଲ କେଡିସି୪୫, କ୍ୱିକ୍‌ କପ୍‌ଲର ମଡେଲ ରେଞ୍ଜ୍‌୧୧ ଭଳି ଆଟାଚ୍‌ମେଣ୍ଟ୍‌ ଓ ପାର୍ଟଗୁଡିକର ମଧ୍ୟ ପ୍ରଦର୍ଶନ କରିଛି, ଯାହାକୁ ମାଇନିଂ ମେଶିନାରିରେ ବ୍ୟବହାର କରାଯାଉଛି।
ଏ ସମ୍ପର୍କରେ ଟାଟା ହିଟାଚିର ପରିଚାଳନା ନିର୍ଦ୍ଦେଶକ ସନ୍ଦୀପ ସିଂହ କହିଛନ୍ତି, ‘ଆଇଏମ୍‌ଏମ୍‌ଇରେ ଆମେ ଆମର ହାଇଡ୍ରାଉଲିକ୍‌ ଏକ୍ସାଭେଟର ଜେଡ୍‌ଏକ୍ସ ୮୭୦ଏଚ୍‌ ଓ ହ୍ବିଲ୍‌ ଲୋଡର୍‌ ଜେଡ୍‌ଡବ୍ଲ୍ୟୁ ୨୨୫କୁ ପ୍ରଦର୍ଶିତ କରି ଖଣି କ୍ଷେତ୍ରରେ ଆମର ଅତୁଳନୀୟ ଶକ୍ତିକୁ ପ୍ରଦର୍ଶନ କରିଛୁ। ଏହା ସହିତ ଆମେ ମାଇନିଂ ଆଟାଚ୍‌ମେଣ୍ଟ୍‌ ଓ ପାର୍ଟଗୁଡିକୁ ମଧ୍ୟ ପ୍ରଦର୍ଶନ କରିଛୁ। ଆଇଏମ୍‌ଏମ୍‌ଇ ୨୦୨୨ ଆମକୁ ସମସ୍ତ ଶିଳ୍ପ ହିତାଧିକାରୀଙ୍କ ସହ ନିୟୋଜିତ ଏବଂ ଖଣି କ୍ଷେତ୍ରରେ ଆମର ବିଶେଷଜ୍ଞତାକୁ ପ୍ରଦର୍ଶିତ କରିବା ପାଇଁ ଏକ ପ୍ଲାଟ୍‌ଫର୍ମ ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri