ଜଙ୍ଗଲରୁ ମିଳିଲା ହାତୀ ଶାବକର ମୃତଦେହ

ମୋରଡା,୧୯।୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରୁ ବନବିଭାଗ ଗୁରୁବାର ଏକ ଶାବକ ହାତୀର ଗଳିତ ମୃତଦେହ ଜବତ କରିଛି। ହେଲେ ଶାବକ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଡାକ୍ତରୀ ଦଳ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ ଏର୍ଡୋଗାନ ତାଙ୍କ ପୁଅକୁ ଢାକା ଗସ୍ତରେ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ପରିଚୟ ପତ୍ର ବାଧ୍ୟତାମୂଳକ କରାଯାଇଛି। ନୂତନ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର ପ୍ରମୁଖ ବ୍ୟବସାୟୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ ଓ ଅବକାରୀ ବିଭାଗ ନଷ୍ଟ କରାଯାଇଛି।…

ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ: ୫ କେନ୍ଦ୍ରରେ ୭୧୧ ବିଦ୍ୟାର୍ଥୀ ପରୀକ୍ଷା ଦେଲେ

ଖଜୁରିପଡ଼ା,୧୯ା୨(ବିଦୁର ବେହେରା): ଚଳିତ ବର୍ଷ ଫେବୃଆରୀ ୧୯ ଗୁରୁବାରଠାରୁ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଖଜୁରିପଡ଼ା ଗୋଷ୍ଠୀ ଶିକ୍ଷା ବିଭାଗ ଅଞ୍ଚଳରୁ ଏଥର ମୋଟ ୭୨୪ ବିଦ୍ୟାର୍ଥୀ…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।…

ଓଡ଼ିଶା ବିଧାନସଭା ଅଧିବେଶନ, ସୁନା ଖଣି ଚର୍ଚ୍ଚା

ଭୁବନେଶ୍ୱର,୧୯।୨: ଓଡ଼ିଶା ବିଧାନସଭାର ଚଳିତ ବଜେଟ୍ ଅଧିବେଶନରେ ପୁଣିଥରେ ରାଜ୍ୟର ସୁନା ଖଣି ପ୍ରସଙ୍ଗ ଚର୍ଚ୍ଚାର ବିଷୟ ପାଲଟିଛି। ଗୁରୁବାର ଗୃହରେ ବଡମ୍ବା ବିଧାୟକ ବିଜୟ କୁମାର ଦଳବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ରଖି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା ମାଗଣା ସୁବିଧା ଦେଶର ବିକାଶରେ ବାଧା ସୃଷ୍ଟି କରୁଥିବା କହିଛନ୍ତି ସର୍ବୋଚ୍ଚ ଅଦାଲତ।…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ ଐତିହାସିକ AI ସମିଟ ମଧ୍ୟରୁ ଗୋଟିଏ ବୋଲି ବର୍ଣ୍ଣନା କରି ୧.୪ ବିଲିୟନ…

ଇତିହାସ ରଚିଲା ଭାରତ: ବିଶ୍ୱର ପ୍ରଥମ ଦଳ ଭାବେ କଲା ଏମିତି କାରନାମା

ଅହମ୍ମଦାବାଦ,୧୯।୨: ଟି-୨୦ ବିଶ୍ୱକପରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଅହମ୍ମଦାବାଦରେ ନେଦରଲାଣ୍ଡ୍ସକୁ ପରାସ୍ତ କରି ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛି ଭାରତ। ଟିମ ଇଣ୍ଡିଆ ଆଇସିସି ପୁରୁଷ ଟି-୨୦ ବିଶ୍ୱକପରେ ୪୦ ବିଜୟ ରେକର୍ଡ କରିଥିବା ପ୍ରଥମ ଦଳ…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର ରାଡାରରେ ୪ ବରିଷ୍ଠ କମାଣ୍ଡରଙ୍କ ସମେତ ପ୍ରାୟ ୩୦୦ ମାଓବାଦୀ ରହିଥିବା ବୁଧବାର…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ଘଟିଥିବା ଏହି ଘଟଣାରେ ମହିଳାଙ୍କ ସ୍ବାମୀ ବର୍ତ୍ତିଯାଇଥିଲେ ହେଁ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର ଅନେକ ବରିଷ୍ଠ ନେତା ଅଂଶଗ୍ରହଣ କରିଥିଲେ । ତଥାପି, ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ ବଡ଼ ବିବାଦ ମୁଣ୍ଡ ଟେକିଛି। ସ୍ବଦେଶୀ ସମିଟ୍‌ରେ ଚାଇନା ମାଲ୍‌କୁ ପୂରାଇ ନିଜର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri