ବଜାଜ୍‌ ଅଲ୍‌ ନ୍ୟୁ ପଲ୍‌ସର ପି୧୫୦ର ଶୁଭାରମ୍ଭ

ନୂଆଦିଲ୍ଲୀ,୨୪।୧୧: ଦେଶର ପ୍ରମୁଖ ୨ ଚକିଆ ଯାନ ନିର୍ମାତା ‘ବଜାଜ୍‌ ଅଟୋ’ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପଲ୍‌ସର ସିରିଜ୍‌ର ନୂଆ ବାଇକ୍‌ ବଜାଜ୍‌ ଅଲ୍‌ ନ୍ୟୁ ପଲ୍‌ସର ପି୧୫୦ର ଶୁଭାରମ୍ଭ (ବଜାର ପ୍ରବେଶ) ସମ୍ପର୍କରେ ଘୋଷଣା କରାଯାଇଛି। ଏହି ନୂଆ ପଲ୍‌ସରରେ କମ୍ପାନୀ ଅନେକ କିଛି ବିଶେଷ ପରିବର୍ତ୍ତନ କରିଛି, ଆକର୍ଷଣୀୟ ଡିଜାଇନ ଏବଂ ଦମ୍‌ଦାର ଇଞ୍ଜିନ୍‌ କ୍ଷମତା ସହ ଏହି ବାଇକ୍‌ ୨ଟି ଭାରିଆଣ୍ଟର ବଜାର ପ୍ରବେଶ କରାଇଛି।

ସେହିଭଳି କମ୍ପାନୀ ଏହି ବାଇକକୁ ସ୍ପୋର୍ଟି ଲୁକ୍‌ ତଥା ଡିଜାଇନ୍‌ ଦେବା ସହ ଏହାର ଓଜନକୁ ମଧ୍ୟ କମ୍‌ କରାଇଛି। ପଲ୍‌ସର ପି୧୫୦ ରେ କମ୍ପାନୀ ନୂଆ ୧୪୯.୬୮ ସିସି କ୍ଷମତାର ଇଞ୍ଜିନ୍‌ ବ୍ୟବହାର କରିଥିବା ବେଳେ ୧୪.୫ ପିଏସ୍‌ ପାଓ୍ବାର ଏବଂ ୧୩.୫ ଏନ୍‌ଏମ୍‌ର ଟର୍କ ଉତ୍ପନ୍ନ କରିଥାଏ। ଏ ସମ୍ପର୍କରେ ବଜାଜ୍‌ ଅଟୋ ଲିମିଟେଡ୍‌ର କାର୍ଯ୍ୟନିର୍ବହୀ ନିର୍ଦ୍ଦେଶକ ରାକେଶ ଶର୍ମା କହିଛନ୍ତି, ଉଭୟ ବାଇକର ଓଜନ ପୂର୍ବ ମଡେଲ ତୁଳନାରେ ହ୍ରାସ କରାଯାଇଛି। ସେହିଭଳି ପାଓ୍ବାର ଟୁ ରେସିଓ ପ୍ରାୟ ୧୧% ପର୍ଯ୍ୟନ୍ତ ବୃଦ୍ଧି ପାଇଛି।

ଫଳରେ ବାଇକରେ ୭୯୦ଏମ୍‌ଏମ୍‌ର ସିଟ୍‌ ହାଇଟ୍‌ ଏବଂ ମୋନୋଶକ୍‌ ସସ୍ପେନ୍ସନ ସହ ବାଇକର ରାଇଡିଂ ଏକ୍ସପେରିଏନ୍ସକୁ ଆହୁରି ଭଲ କରିଥାଏ। ଉକ୍ତ ବାଇକକୁ ରେସିଙ୍ଗ ରେଡ୍‌, କାରିବିଆନ ବ୍ଲୁ, ଏଭୋନି ବ୍ଳାକ୍‌ ରେଡ୍‌ ଏବଂ ଏଭୋନି ବ୍ଲାକ୍‌ ହ୍ବାଇଟ୍‌ ଭଳି ୫ଟି ରଙ୍ଗରେ ଉପଲବ୍ଧ କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri