ପ୍ରଶଂସା ସାଉଁଟିଲା ଅଲିଭା ରେଜିଷ୍ଟର

ନୟାଗଡ଼ ଅଫିସ,୨୪ା୧୧: ନୟାଗଡ଼ ଜିଲାର ଅଲିଭା ରେଜିଷ୍ଟର ରାଜ୍ୟସ୍ତରରେ ପ୍ରଶଂସା ସାଉଁଟିଛି । ବାଲ୍ୟ ବିବାହ ବନ୍ଦ ନିମନ୍ତେ ନୟାଗଡ଼ ଜିଲା ପ୍ରଶାସନର ଏହି ଅଭିନବ କାର୍ଯ୍ୟକୁ ରାଜ୍ୟ ସରକାର ଆପଣେଇ ଅନ୍ୟ ଜିଲାମାନେ ଏହାକୂୁ ରୋଲ ମଡେଲ ଭାବେ ନେବାକୁ ପରାମର୍ଶ ଦେଇଛନ୍ତି । ବାଲ୍ୟ ବିବାହ ବନ୍ଦ ନିମନ୍ତେ ନୟାଗଡ ଜିଲା ପ୍ରଶାସନ ତରଫରୁ ଅଲିଭା ରେଜିଷ୍ଟର କାର୍ଯ୍ୟକାରୀ କରାଯାଇଛି । ଏହା ଦ୍ୱାରା ଜିଲାରେ ଅପ୍ରାପ୍ତ ବୟସ ଝିଅମାନଙ୍କ ବିବାହ ବହୁ ପରିମାଣରେ କମିଯାଇଛି ବୋଲି ରିପୋର୍ଟରେ ଉଲ୍ଲେଖ ରହିଛି । ଏକଶତ ପୃଷ୍ଠା ବିଶିଷ୍ଟ ଏହି ରେଜିଷ୍ଟରରେ ଜିଲାର ପ୍ରତ୍ୟେକ ଅଙ୍ଗନଓ୍ବାଡି କେନ୍ଦ୍ରର୧୦ ରୁ ୧୯ ବର୍ଷ ବୟସର ଝିଅମାନଙ୍କର ନାମ, ବୟସ,ଦୂରଭାଷ ନମ୍ବର,ଆଧାର ନମ୍ବର, ବାପା ଓ ମାଆଙ୍କର ନାମ ଠିକଣା ଆଦି ଲିପିବଦ୍ଧ କରାଯାଇଛି । ପାଠ ପଢ଼ୁଥିବା ବିଦ୍ୟାଳୟ ପ୍ରଧାନ ଶିକ୍ଷକ, ଅଙ୍ଗନଓ୍ବାଡି କର୍ମୀ, ଅଭିଭାବକ ସମସ୍ତଙ୍କ ମିଳିତ ସହଯୋଗରେ ଝିଅ ଧ୍ୟାନ ରଖାଯାଇଥାଏ । ପାଠପଢ଼ା ଛାଡ଼ୁଥିବା ଝିଅମାନଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇ ପ୍ରାପ୍ତ ବୟସରେ ବିବାହ ପାଇଁ ପ୍ରବର୍ତ୍ତା ଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri