ଗନ୍ଧମାର୍ଦ୍ଦନରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ୨ ମାଓବାଦୀ ମୃତ

ବଲାଙ୍ଗୀର ଅଫିସ,୨୪।୧୧: ବଲାଙ୍ଗୀର ଜିଲା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁରୁବାର ମାଓବାଦୀ-ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ତେବେ ଏହି ଏନକାଉଣ୍ଟର ସମ୍ପର୍କରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ ।
ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଗନ୍ଧମାର୍ଦ୍ଦନ ପାହାଡ଼ରେ ମାଓବାଦୀଙ୍କ ଗତିବିଧି ନେଇ ପୋଲିସକୁ କୌଣସି ସୂତ୍ରରୁ ଖବର ମିଳିଥିଲା। ପୋଲିସ ଟିମ୍‌ ଗନ୍ଧମାର୍ଦ୍ଦନ ପାହାଡ଼ରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ଏହି ଶର୍ଚ୍ଚ ଅପରେଶନ ସମୟରେ ମାଓବାଦୀ ପୋଲିସ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି । ମୃତ ମାଓବାଦୀଙ୍କ ମୃତଦେହକୁ ପାହାଡ଼ ପାଦଦେଶକୁ ଅଣାଯାଉଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri