ଜ୍ୟାକଲିନଙ୍କୁ ଆଶ୍ୱସ୍ତି, ୧୨ ଡିସେମ୍ବରରେ ପରବର୍ତ୍ତି ଶୁଣାଣି

ନୂଆଦିଲ୍ଲୀ,୨୪ ।୧୧: ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜଙ୍କୁ ବଡ ଆଶ୍ୱସ୍ତି ମିଳିଛି । ଠକ ସୁକେଶ ଚନ୍ଦ୍ରଶେଖରଙ୍କ ମନି ଲଣ୍ଡରିଂ ମାମଲାରେ ଗୁରୁବାର ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଶୁଣାଣି ହେବାର ଥିଲା । ହେଲେ କୋର୍ଟ ଜ୍ୟାକଲିନଙ୍କ ଉପରେ ଆସିଥିବା ଅଭିଯୋଗକୁ ନେଇ କୌଣସି ଶୁଣାଣି ନ କରି ଏହାକୁ ୧୨ ଡିସେମ୍ବର ପର୍ଯ୍ୟନ୍ତ ଘୁଞ୍ଚାଇ ଦେଇଛନ୍ତି । ଏହାର ଅର୍ଥ ଏବେ ଜ୍ୟାକଲିନ ଫର୍ନାଡିଜଙ୍କୁ ମିଳିଥିବା ଜାମିନ ଉପରେ ୧୮ ଦିନ ପରେ ଶୁଣାଣି ହେବ । ସୂଚନାଯୋଗ୍ୟ, ଠକ ସୁକେଶ ଚନ୍ଦଶେଖରଙ୍କ ସହ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନଙ୍କ ନାମ ଯୋଡି ହେବା ପାରଠାରୁ ତାଙ୍କ ସମସ୍ୟା ବଢିବାରେ ଲାଗିଛି ।
ଯେବେଠାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତା’ର ଚାର୍ଜସିଟରେ ଅଭିନେତ୍ରୀଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଛି ସେବେଠାରୁ ତାଙ୍କୁ ଗିରଫ କରିବାକୁ ଦାବି ହୋଇ ଆସୁଛି । ତେବେ ଜ୍ୟାକଲିନଙ୍କୁ ଜାମିନ ମିଳିବା ସମୟରେ ଇଡି କହିଥିଲା କି ଅଭିନେତ୍ରୀଙ୍କ ପାଖରେ ପ୍ରଚୁର ପରିମାଣର ଅର୍ଥ ରହିଛି ତେଣୁ ସେ ସହଜରେ ଦେଶ ବାହାରକୁ ଚାଲି ଯାଇ ପାରନ୍ତି । ହେଲେ କୋର୍ଟ କହିଥିଲେ ଯେତେବେଳେ ଏଲଓସି ଜାରି ହୋଇ ସାରିଛି ଓ ବାକି ଅଭିଯୁକ୍ତ ଜେଲରେ ଅଛନ୍ତି ସେତେବେେ ଗ୍ୟାକଲିନଙ୍କୁ କାହିଁକି ଗିରଫ କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri