Posted inଖେଳ

ରାସ୍ତାରେ ଚପଲ ବିକ୍ରି କରୁଛନ୍ତି କୋହଲିଙ୍କ ନକଲ, ଦେଖିବା ପରେ ଏଭଳି ପ୍ରତିକ୍ରିୟା ରଖିଲେ କ୍ରିକେଟର

ନୂଆଦିଲ୍ଲୀ,୨୫।୧୧: ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କର ଦେଶବିଦେଶରେ କୋଟି କୋଟି ପ୍ରଶଂସକ ରହିଛନ୍ତି। ଏହି ଲୋକପ୍ରିୟତାର ଲାଭ ଉଠାଇବାକୁ ତାଙ୍କ ପରି ଦେଖାଯାଉଥିବା ଜଣେ ବ୍ୟକ୍ତି ବମ୍ବେର ରାସ୍ତାରେ ଜୋତା ବିକ୍ରି କରିବା ଆରମ୍ଭ କରିଛନ୍ତି। ଭାରତୀୟ ଟିମ୍‌ ଭଳି ଜର୍ସି ପିନ୍ଧି ସେ ବିରାଟଙ୍କ ଭଳି ଲୁକ୍‌ ଆପଣାଇଥିବାରୁ ଲୋକେ ତାଙ୍କ ସହ ସେଲଫି ନେଉଥିବା ଦେଖାଯାଉଛି। କୋହଲି ନିଜେ ଉକ୍ତ ବ୍ୟକ୍ତିଙ୍କ ଭିଡିଓକୁ ନିଜର ସୋସିଆଲ ଆକାଉଣ୍ଟରେ ଶେୟାର କରିଛନ୍ତି।

ଇନ୍‌ଷ୍ଟାଗ୍ରାମ ଷ୍ଟୋରୀରେ କୋହଲି ଭିଡିଓ ପୋଷ୍ଟ କରି କହିଛନ୍ତି, କେହିଜଣେ ମୋର ନକଲ କରୁଛି। ମୁମ୍ବାଇର ରାସ୍ତାରେ ପ୍ୟୁମାର ପୋଷାକ, ଚପଲ ବିକ୍ରି କରୁଛି। ଏହାକୁ ତୁମେ(କମ୍ପାନୀ) ନୋଟିସ୍‌କୁ ନେବ କି ବୋଲି ସେ କହିଛନ୍ତି।

कोहलीी

କହିରଖୁଛୁ, ଭାରତୀୟ ଟିମ୍‌ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ବେଳେ କୋହଲି ଏହି ସିରିଜରୁ ବ୍ରେକ୍‌ ନେଇଛନ୍ତି। ନିକଟରେ ସେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଉତ୍ତରାଖଣ୍ଡ ଗସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗର ମୃତ୍ୟୁ ମାମଲା, ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

କଟକ,୧୩।୧: ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତାଙ୍କୁ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି ହାଇକୋର୍ଟ । ଅର୍ପିତାଙ୍କୁ ଏକପ୍ରକାର ଆଶ୍ବସ୍ତି ମିଳିଛି । ଅର୍ପିତା ଓ ସୋମେଶ...

ହିଂସାର ନିଆଁରେ ଜଳୁଛି ଇରାନ, ଏବେ ପର୍ଯ୍ୟନ୍ତ ୬୪୮ ଜଣଙ୍କ ମୃତ୍ୟୁ, ୧୦ ହଜାରରୁ ଅଧିକ ଗିରଫ

ନୂଆଦିଲ୍ଲୀ,୧୩।୧: ଇରାନରେ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଇରାନ ହିଂସାରେ ଏପର୍ଯ୍ୟନ୍ତ ପ୍ରାୟ ୬୪୮ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର...

ଟୁଙ୍ଗୁରୁ ଭୋଳଙ୍କୁ ବାନ୍ଧିଲା ପୋଲିସ: କରୁଥିଲେ ଏହି କାମ

ଭୁବନେଶ୍ୱର,୧୩।୧(ତ୍ରିନାଥ ମହାନ୍ତି): ସୋସିଆଲ ମିଡିଆରେ ରାତାରାତି ଭାଇରାଲ ହୋଇଥିବା ଟୁଙ୍ଗୁରୁ ଭୋଳଙ୍କୁ ଏକ ଚୋରି ମାମଲାରେ ତମାଣ୍ଡୋ ପୋଲିସ ଗିରଫ କରିଛି। ରାଜମିସ୍ତ୍ରି ସୁଧାକର ବେହେରାଙ୍କ...

ମମତାଙ୍କୁ କାହିଁକି ଯଥା ସମ୍ଭବ ସହଯୋଗ କରିବାକୁ କହିଲେ କେନ୍ଦ୍ର ସରକାର? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୩।୧: ପଶ୍ଚିମବଙ୍ଗରେ ନିପା ଭାଇରସର ଦୁଇଟି ସନ୍ଦିଗ୍ଧ ମାମଲା ଚିହ୍ନଟ ହୋଇଛି। ଏହି ଜଟିଳ ପରିସ୍ଥିତିକୁ ଦୃଷ୍ଟିରେ ରଖି, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା...

ବୁଦ୍ଧଙ୍କ ଦେଶରେ ମନ୍ଦିର କଳି

ଦକ୍ଷିଣପୂର୍ବ ଏସିଆର ଦୁଇ ପଡ଼ୋଶୀ ଦେଶ ଥାଇଲାଣ୍ଡ-କାମ୍ବୋଡିଆ। ଭଗବାନ୍‌ ବୁଦ୍ଧଙ୍କୁ ଅନୁସରଣ କରୁଥିବା ଏହି ଦୁଇ ଦେଶର ୮୦ପ୍ରତିଶତ ଅଧିବାସୀ ବୌଦ୍ଧ ଧର୍ମାବଲମ୍ବୀ। ବିଶ୍ବ ମାନଚିତ୍ରରେ...

ବାଂଲାଦେଶରେ ଥମୁନି ହିନ୍ଦୁ ନିର୍ଯାତନା, ଆଉ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା

ନୂଆଦିଲ୍ଲୀ,୧୩।୧: ବାଂଲାଦେଶରେ ହିନ୍ଦୁ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ନିରନ୍ତର ଟାର୍ଗେଟ କରାଯାଉଛି। ହିନ୍ଦୁ ସମ୍ପ୍ରଦାୟ ବିରୁଦ୍ଧରେ ହିଂସା ଜାରି ରହିଛି । ଏହାରି ଭିତରେ ଆଉ ଏକ...

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା: ପ୍ରଶ୍ରୟ ଦେଲେ ….

ଭୁବନେଶ୍ୱର,୧୩ା୧(ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ଆଇନଶୃଙ୍ଖଳା ରକ୍ଷା ସହ ଲୋକଙ୍କ ସୁରକ୍ଷାକୁ ଦୁଷ୍ଟିରେ ରଖି ସୋମବାର ଖଣ୍ଡଗିରି ଥାନା ପୋଲିସ ଏବଂ ଯାତ୍ରା କମିଟି ମଧ୍ୟରେ ପ୍ରସ୍ତୁତି...

‘ୟେସ୍‌’କହିଲେ ସବୁ ଶେଷ

ଆପଣଙ୍କୁ ଶୀର୍ଷକଟି ଆଶ୍ଚର୍ଯ୍ୟଜନକ ଲାଗିପାରେ। ଆମ ଭାରତୀୟ କଥିତ ଭାଷାରେ ୟେସ୍‌ ଅର୍ଥ ଗ୍ରହଣୀୟତା। ଏହା ଏକ ପ୍ରତିକାତ୍ମକ ଭଲ ପାଇବାର ଭାବନାକୁ ଚିତ୍ରିତ କରିଥାଏ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri