ଉପନିର୍ବାଚନ ସମୟରେ ଲାଗିଲା ମାଓବାଦୀ ବ୍ୟାନର

ପାଠଇକମାଳ,୨୬।୧୧(ଡିଏନଏ): ବରଗଡ଼ ଜିଲା ପାଇକମାଳ ଠାରୁ ୬ କି.ମି ଦୂର ମାଗୁରମାଲ ଛକ ନିଶାନୀ ଦେବୀ ମନ୍ଦିର ନିକଟରେ ମାଓବାଦୀ ବ୍ୟାନର ଲାଗି ଥିବା ଶନିବାର ଭୋରରୁ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ମାଓବାଦୀମାନେ ଏହି ବ୍ୟାନର ଲଗାଇ ଥିବା ଅନୁମାନ କରାଯାଉଛି । ପୋଲିସ ଉକ୍ତ ବ୍ୟାନରକୁ ଜବତ କରିଛି। ତେବେ ବ୍ୟାନରରେ କଣ ଲେଖାଯାଇଛି, ତାହା ସ୍ପଷ୍ଟ ଜଣାପଡୁ ନାହିଁ। ପଦ୍ମପୁର ଉପନିର୍ବାଚନ ଯୋଗୁ ଏହି ରାସ୍ତାରେ ଦିନରାତି ମନ୍ତ୍ରୀ, ନେତାମାନେ ଯିବା ଆସିବା କରୁଛନ୍ତି। ଅନ୍ୟପକ୍ଷେ ଉପନିର୍ବାଚନ ସମୟରେ ଏହି ମାଓବାଦୀ ବ୍ୟାନର ଲାଗିବା ଘଟଣା ସୁରକ୍ଷାକୁ ନେଇ ପ୍ରଶ୍ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକିର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ଭାଜପା ଏଥିରେ ୮ଜଣ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri